5 ସେଟାର୍ପାଇ ଏରଦ୍ ଜଅନ୍କେ ମରାଇବାକେ ଜଜ୍ନା କର୍ତେରଇଲା, ମାତର୍ ସେ ଜିଉଦି ଲକ୍ମନ୍କେ ଡର୍ତେରଇଲା । କାଇକେବଇଲେ ଜିଉଦି ଲକ୍ମନ୍ ଜଅନ୍ ଗଟେକ୍ ବବିସତ୍ବକ୍ତା ବଲି ମାନ୍ତେରଇଲାଇ ।
ମକେ କୁଆ, କାଇଟା ଦେକ୍ବାକେ ଜାଇ ରଇଲାସ୍ ? ଗଟେକ୍ ବବିସତ୍ବକ୍ତାକେ ଦେକ୍ବୁ ବଲିକରି କି ? ସେଟା ତ ସତ୍, ମାତର୍ ଅବ୍କା ବବିସତ୍ବକ୍ତା ଟାନେଅନି ଗଟେକ୍ ଅଦିକ୍ ବଡ୍ ଲକ୍କେ ବେଟ୍ପାଇଆଚାସ୍ ।
ଜଦି ଲକ୍ମନର୍ ଟାନେଅନି ବଲି କଇଲେ, ତେବେ ଲକ୍ମନ୍କେ ଡର୍ ଲାଗ୍ଲାନି । କାଇକେ ବଇଲେ ଜଅନ୍ ଗଟେକ୍ ବବିସତ୍ବକ୍ତା ବଲି ସେମନ୍ ସବୁଲକ୍ ବିସ୍ବାସ୍ କଲାଇନି ।”
ଡୁବନ୍ ଦେଉ ଜଅନ୍ ତମର୍ଟାନେ ଆସି ଦରମର୍ ବାଟ୍ ଦେକାଇ ଦେଇରଇଲା, ମାତର୍ ତମେ ତାକେ ବିସ୍ବାସ୍ କରାସ୍ ନାଇ, ମାତର୍ ସିସ୍ତୁ ମାଙ୍ଗୁମନ୍ ଆରି ବେସିଆମନ୍ ତାର୍ କଇଲା କାତା ବିସ୍ବାସ୍ କଲାଇ । ଏଟା ଦେକିକରି ମିସା ପଚେ ତମେ ପାପ୍ କାମ୍କର୍ବାଟା ଚାଡି ମନ୍ ବାଉଡାଇ ତାକେ ବିସ୍ବାସ୍ କରାସ୍ ନାଇ ।”
ମାତର୍ ଆମେ ଲକ୍ମନର୍ତେଇଅନି ବଲି କଇଲେ ସବୁ ଲକ୍ ଆମ୍କେ ପାକ୍ନା ମାର୍ବାଇ । କାଇକେ ବଇଲେ, ଜଅନ୍ ସତଇସେ ପର୍ମେସରର୍ତେଇ ଅନି ଆଇଲା ବବିସତ୍ବକ୍ତା ବଲି ଆମର୍ ଜିଉଦି ଲକ୍ମନ୍ ବିସ୍ବାସ୍ କଲାଇନି ।
ମାତର୍ ବଡ୍ସବାର୍ ଲକ୍ ଆରି ଡାଟ୍ସଙ୍ଗ୍ ସେମନ୍କେ ଦମ୍କାଇକରି ଚାଡି ଦେଲାଇ । ସେମନ୍କେ ଡଣ୍ଡ୍ଦେବାଟା କସ୍ଟ ବଲି ସେମନ୍ ଜାନିପାର୍ଲାଇ । କାଇକେ ବଇଲେ ସେ କାବାଅଇଜିବା କାମର୍ ଲାଗି ଲକ୍ମନ୍ ପର୍ମେସର୍କେ ଜୁଆର୍ କର୍ତେ ରଇଲାଇ ।
ମନ୍ଦିରର୍ କାମ୍କରୁମନ୍ ଜାଗୁଆଲ୍ମନର୍ ସଙ୍ଗ୍ ଜାଇ ପେରିତ୍ ସିସ୍ମନ୍କେ ସୁତ୍ରାଇକରି ଆରିତରେକ୍ ଡାକିଆନ୍ଲାଇ । ସେମନ୍ ଡରାବିଡ୍ରା କରତ୍ ନାଇ । କାଇକେବଇଲେ ସେମନ୍କେ ଲକ୍ମନ୍ ପାକ୍ନାପୁକ୍ନି ମାର୍ବାଇ ବଲି ଡରିଜାଇତେରଇଲାଇ ।