8 ତାର୍ ଆୟାର୍ କାତା ଦାରି ଟକି କଇଲା “ମକେ ଏବେଆକା ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ଗଟେକ୍ ତାଲାଇ ସଙ୍ଗଇ କରି ଦିଆ ।”
ଗଟେକ୍ ତାଲାଟାନେ ମୁଣ୍ଡ୍ ସଙ୍ଗଇ ଟକିକେ ଦେଲାଇ । ସେ ସେଟା ନେଇକରି ତାର୍ ମାକେ ଦେଲା ।
ଏରଦ୍ ତାର୍ ଉପ୍ରେ ଏତେକ୍ ସାର୍ଦା ଅଇଲାଜେ, ସାର୍ଦା ଅଇ ପର୍ମାନ୍ ନିୟମ୍ କରି କଇଲା “ତୁଇ ଜାଇଟା ମାଙ୍ଗ୍ଲେ, ସେଟା ଦେବି !”
ଏଟା ସୁନିକରି ରାଜା ଦୁକ୍ ଅଇଗାଲା । ଏଲେମିସା ସବୁର୍ ମୁଆଟେ ନିଜେ ପର୍ମାନ୍ ନିୟମ୍ କରିରଇଲାଜେ ଟକିର୍ ମନ୍ କରିରଇବାଟା ପୁରୁନ୍ କର୍ବାକେ ଆଦେସ୍ ଦେଲା ।
ତେଇଅନି ସେ ବାରଇଜାଇ ତାର୍ ମାଆକେ ପାଚାର୍ଲା, “ମୁଇ କାଇଟା ମାଙ୍ଗ୍ବି ?” ତାର୍ ମାଆ କଇଲା, “ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ମାଙ୍ଗ୍ ।”
ସେଦାପ୍ରେ ଟକି ରାଜାର୍ ଲଗେ ଆସି ଏଟା କଇ ମାଙ୍ଗ୍ଲା, “ତୁଇ ମକେ ଏବେ ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ଗଟେକ୍ ତାଲାଇ କାଟି ଦେ ।”
ଆରି ସେ ମୁଣ୍ଡ୍ ଗଟେକ୍ ତାଲାଇ ଆନି ଟକିକେ ଦେଲା, ଆରି ଟକି ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ନେଇ ତାର୍ ମାକେ ଦେଲା ।