9 ଏଟା ସୁନିକରି ରାଜା ଦୁକ୍ ଅଇଗାଲା । ଏଲେମିସା ସବୁର୍ ମୁଆଟେ ନିଜେ ପର୍ମାନ୍ ନିୟମ୍ କରିରଇଲାଜେ ଟକିର୍ ମନ୍ କରିରଇବାଟା ପୁରୁନ୍ କର୍ବାକେ ଆଦେସ୍ ଦେଲା ।
ସେବେଲେ ଗାଲିଲି ଦେସର୍ ସାସନ୍ କାରିଆ ଏରଦ୍, ଜିସୁର୍ ବିସଇ ସୁନ୍ଲା ।
ସେଟାର୍ପାଇ ବନ୍ଦି ଗରେ ଜଅନର୍ ମୁଣ୍ଡ୍ କାଟା ଅଇଲା ।
ସେଟାର୍ପାଇ ଏରଦ୍ ଜଅନ୍କେ ମରାଇବାକେ ଜଜ୍ନା କର୍ତେରଇଲା, ମାତର୍ ସେ ଜିଉଦି ଲକ୍ମନ୍କେ ଡର୍ତେରଇଲା । କାଇକେବଇଲେ ଜିଉଦି ଲକ୍ମନ୍ ଜଅନ୍ ଗଟେକ୍ ବବିସତ୍ବକ୍ତା ବଲି ମାନ୍ତେରଇଲାଇ ।
ତାର୍ ଆୟାର୍ କାତା ଦାରି ଟକି କଇଲା “ମକେ ଏବେଆକା ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ଗଟେକ୍ ତାଲାଇ ସଙ୍ଗଇ କରି ଦିଆ ।”
ଜିସୁର୍ ନାଉଁ ସବୁବାଟେ ଉଡ୍ରା ଅଇଗାଲାକେ, ଏରଦ୍ ରାଜା ଜିସୁର୍ ବିସଇ ସୁନ୍ଲା, ଆରି ଲକ୍ମନ୍ କଇତେରଇଲାଇ, ଡୁବନ୍ ଦେଉ ଜଅନ୍ ମରିକରି ଉଟି ଆଚେ, ତେବର୍ପାଇ ଏ ସବୁ ନ ଅଇବା କାମର୍ ସକ୍ତି ତାର୍ଟାନେ କାମ୍ କଲାନି ।
କାଇକେବଇଲେ ଏରଦ୍ ଜଅନ୍କେ ଗଟେକ୍ ଦରମ୍ ଆରି ସୁକଲ୍ ଲକ୍ ବଲି ଜାନି ଡର୍ତେ ରଇଲା, ଆରି ତାକେ ରକିଆ କର୍ବାକେ ଚେସ୍ଟା କର୍ତେରଇଲା । ଜେଡେବେଲେ ମିସା ତାର୍ କାତା ସୁନ୍ତେରଇଲା, ବେସି କିଲ୍ବିଲ୍ ଅଇତେରଇଲା । ଏଲେମିସା ସେଟା ସାର୍ଦା ସଙ୍ଗ୍ ସୁନ୍ତେରଇଲା ।
ସେକାତା ସୁନି ରାଜା ବେସି ଦୁକ୍ କଲା ମାତର୍ ନିଜେ କାତା ଦେଇରଇଲାଟା ଆରି କାଇବାକେ ବସି ରଇବା ଲକ୍ମନର୍ମୁଆଟେ ମାଙ୍ଗ୍ଲାଟା ନାଇ ବଲି କଇବାକେ ମନ୍ କରେନାଇ ।
ଜିସୁ ସେମନ୍କେ କଇଲା, “ତମେ ଜାଇ ସେ କଲିଆପାରା ଲକ୍କେ କୁଆ, ଦେକ୍ ଆଜି ଆରି କାଲି ମୁଇ ଡୁମା ଚାଡାଇଲିନି ଆରି ନିକ କଲିନି । ଆରି ପର୍ଦିନ୍କେ ମୁଇ ମର୍ କାବା ଅଇଜିବା କାମ୍କଲିନି । ପର୍ମେସରର୍ ଜଜ୍ନାଇ ରଇଲା ବେଲା କେଟ୍ବା ଆଗ୍ତୁ, ମୁଇ ଏନ୍ତି କାମ୍ କରି ସାରାଇବି ।