ମାତିଉ 15:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ସେମନର୍ ବିସଇନେଇ ତେରେପେତେ ଉଆନାଇ । ସେମନ୍ କାଣାମନ୍କେ ବାଟ୍ ଦେକାଉ କାଣାମନ୍ । ଗଟେକ୍ କାଣା ଆରି ଗଟେକ୍ କାଣାକେ ବାଟ୍ଦେକାଇଲେ ଦୁଇ ଲକ୍ ଜାକ କାଲେ ଅଦର୍ବାଇ ।” အခန်းကိုကြည့်ပါ။ |
ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।