16 ଜିସୁ କଇଲା, “ଆଜିକେ ଜାକ ବିନ୍ଲକ୍ମନର୍ତେଇ ଅନି ତମର୍ ବୁଜ୍ବା ବପୁ କଣ୍ଡେକ୍ ମିସା ଅଦିକ୍ ଅଏନାଇ ।
ଜିସୁ ସିସ୍ମନ୍କେ ପାଚାର୍ଲା, “ଏ ସବୁ ବିସଇ ବୁଜି ପାର୍ଲାସ୍ନି କି ?” ସେମନ୍ “ଉଁ ମାପ୍ରୁ ।” ବଲି କଇଲାଇ ।
ତାର୍ପଚେ ଲକ୍ମନ୍କେ କଇଲା, “ମନ୍ ଦେଇ ସୁନା ଆରି ବୁଜ୍ବାକେ ଚେସ୍ଟା କରା ।
ପିତର୍ କଇଲା, “ଏ କାତା ଆମ୍କେ ନିକ କରି ବୁଜାଇଦେ ।”
ତମେ ଏତ୍କି ବୁଜାସ୍ ନାଇ କି ? ଜନ୍ ଦିନ୍ସୁ ମୁନୁସର୍ ଟଣ୍ଡ୍ବାଟେ ପୁର୍ସି, ସେଟା ପେଟ୍ ବିତ୍ରେ ଜାଇସି ଆରି ଗାଗ୍ଡେଅନି ବାରଇ ଜାଇସି ।
“ମୁଇ ରୁଟିର୍ ବିସଇ ନ କଇତେ ରଇଲି, ତମେ କେନ୍ତି ବୁଜାସ୍ ନାଇ ? ମୁଇ କଇଲିନି, ପାରୁସି ଆରି ସାଦୁକିମନର୍ କମିର୍ ପାରା ସିକିଆ ତେଇଅନି ତରିକ୍ନା ଅଇ ରୁଆ ବଲି ।”
ଏବେ ଜାକ ତମେ ବୁଜାସ୍ ନାଇ କି ? ପାଁଚ୍ ଅଜାର୍ ଲକ୍ମନର୍ ବିତ୍ରେ ମୁଇ ପାଁଚ୍ଟା ରୁଟି ବାଟାକରି ରଇବା କାତା ତମେ କାଇ ପାସ୍ରି ଗାଲାସ୍ କି ? ସେଡ୍କିବେଲେ ତମେ କେତେଟା ଡାଲାଇ ବର୍ତି କରି ରଇଲାସ୍ ?
କାଇକେବଇଲେ ପାଁଚ୍ଟା ରୁଟିର୍ ଗଟ୍ନାଇଅନି ଜିସୁ କେ ବଲି ବୁଜି ନ ରଇଲାଇଜେ ସେମନର୍ ବୁଦି ଗୁପିଜାଇରଇଲା ।
ଜିସୁ ସେମନ୍କେ କଇଲା, “ତମେ ମିସା କାଇ ବୁଜାସ୍ ନାଇ ? ଜନ୍ ଜିନିସ୍ ମିସା ବାଇରେ ଅନି ମୁନୁସ୍ମନର୍ ବିତ୍ରେ ପୁର୍ସି, ସେଟା ତାକେ ଆସାର୍ ନ କରେ ।
ମାତର୍ ଜିସୁ କଇବା ଏ କାତାର୍ ଅରତ୍ ସିସ୍ମନ୍ ବୁଜତ୍ ନାଇ ଆରି ସେମନ୍ ସେ କାତାର୍ ଅରତ୍ ପାଚାର୍ବାକେ ଡର୍ଲାଇ ।
ମାତର୍ ସିସ୍ମନ୍ ଏ ସବୁ କାତା ଅଲପ୍ ମିସା ବୁଜିନାପାର୍ଲାଇ, ସେ ବିସଇ ସେମନର୍ଟାନେଅନି ଲୁଚିରଇଲା ।
ତାର୍ପଚେ ଦରମ୍ ସାସ୍ତରର୍ ଅରତ୍ ବୁଜ୍ବାକେ ଜିସୁ ସେମନର୍ ବୁଜ୍ବା ବପୁ ଉଗାଡି ଦେଲା ।
ମାତର୍ ସିସ୍ମନ୍ ସେ କାତା ବୁଜିନାପାର୍ଲାଇ, ଆରି ସେଟା ତାକର୍ଟାନେଅନି ଲୁଚିରଇଲା । ତେବର୍ପାଇ ସେମନ୍ ଏଟା ବୁଜିନାପାର୍ଲେ ମିସା ଜିସୁକେ ପାଚାର୍ବାକେ ଡର୍ତେରଇଲାଇ ।
ତମେ ବିସ୍ବାସ୍ କରି ବେସିଦିନ୍ ଅଇଗାଲା ଆଚେ । ଆରି ଏବେ ତମେ ତମର୍ ସଙ୍ଗାରିମନ୍କେ ସିକାଇବାର୍ ରଇଲା । ମାତର୍ ପର୍ମେସରର୍ ପର୍ତୁମ୍ ସିକିଆ ତମ୍କେ ଏବେ ସିକାଇବାକେ ଲକର୍ ଲଡାଆଚେ । ତମେ ଗଟେକ୍ ଦୁଦ୍ କାଇବା ପିଲାର୍ପାରା ଆଚାସ୍ । କାଇକେବଇଲେ ଆଁଟ୍ଟା ମନ୍ କାତ୍ରି ନାପାରାସ୍ ।