ମାତିଉ 15:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 “ଆମର୍ ଆନିଦାଦିମନ୍ ଜନ୍ ରିତିନିତି ଦେଇଆଚତ୍, ସେଟା ସବୁ କାଇକେ ତମର୍ ସିସ୍ମନ୍ ମାନତ୍ନାଇ ? ବିଦି ଇସାବେ କାଇବା ଆଗ୍ତୁ ନିକ କରି ଆତ୍ ନ ଦଅତ୍ ।” အခန်းကိုကြည့်ပါ။ |
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।