23 ମାତର୍ ଜିସୁ ତାକେ ପଦେକ୍ କାତା ମିସା କଏ ନାଇ । ସିସ୍ମନ୍ ତାର୍ ଲଗେ ଆସି ବାବୁଜିଆ କଲାଇ, “ତାକେ ବିଗି ପାଟାଇ ଦିଆସ୍ । ଦେକା ସେ କେନ୍ତି ଆଉଲିଅଇ ଆମ୍କେ କେଦିଆନ୍ଲାନି ?”
ସେଦିନେ ସଞ୍ଜ୍ବେଲାଇ, ସିସ୍ମନ୍ ଆସି ତାକେ କଇଲାଇ, “ବେସି ଅଲ୍ସମ୍ ଅଇଗାଲାନି । ଆରି ଏଟା ଗଟେକ୍ କିନରା ଜାଗା, ଲକ୍ମନ୍କେ କଇଦିଆସ୍, ସେମନ୍ ଗାଉଁମନ୍କେ ଜାଇ କାଦି ମିଲାଇବାଇ ।”
ଆରି ଦେକା, ତେଇ ବାସାକରି ରଇଲା ଗଟେକ୍ କିଣାନିୟ ମାଇଜି ଜିସୁର୍ ଲଗେ ଆସି କଇଲା, “ଏ ଦାଉଦ୍ କୁଟୁମର୍ ମାପ୍ରୁ, ମକେ ଦୟାକରା । ମର୍ ଟକିକେ ଡୁମା ଦାର୍ଲା ଆଚେ ଆରି ସେ ବଡେ କସ୍ଟ ପାଇଲାନି ।”
ଜିସୁ କଇଲା, “ଆଜିରଇବା ମେଣ୍ଡାପାରା ବାଟ୍ ବାନା ଅଇଲା ଇସ୍ରାଏଲ୍ ଲକ୍ମନର୍ ଲଗେସେ ମୁଇ ଆଇଲି ଆଚି ।”