ମାତିଉ 15:32 - ସତିଅର୍ ବାଟ୍ ନୁଆ ନିୟମ୍ 202032 ଜିସୁ ସିସ୍ମନ୍କେ ଡାକି କଇଲା, “ଏ ଲକ୍ମନ୍କେ ଦେକି ମକେ ଦୁକ୍ ଲାଗ୍ଲାନି, କାଇକେ ବଇଲେ ସେମନ୍ ମର୍ ସଙ୍ଗ୍ ତିନ୍ ଦିନ୍ ଅଇଲାନି ଆଚତ୍ ଆରି ସେମନର୍ ଲଗେ କାଇଟା ମିସା ନାଇ । ସେମନ୍ ନ କାଇ ଇତିଅନି ଉଟିଜାଅତ୍, ଏଟା ମୁଇ ମନ୍ କରି ନାଇ; କାଇକେ ବଇଲେ ବାଉଡିଗାଲାବେଲେ ବାଟେ ସେମନ୍ ତାକି ଜାଇ ଅଦର୍ ପଡ୍ ଅଇଜିବାଇ ।” အခန်းကိုကြည့်ပါ။ |