34 ଜିସୁ ପାଚାର୍ଲା, “ତମର୍ ଲଗେ କେତେଟା ରୁଟି ଆଚେ ?” ସେମନ୍ କଇଲାଇ, “ସାତ୍ଟା ରୁଟି ଆରି କେତେଟା ସାନ୍ ମାଚ୍ ଆଚେ ।”
ସିସ୍ମନ୍ ତାକେ କଇଲାଇ, “ଏ ମରୁବାଲିବୁଏଁ ଏତେକ୍ ଲକ୍କେ କୁଆଇବାକେ ଆମେ କନ୍ତିଅନି ଏତେକ୍ମାଣ୍ଡ୍ କାଦି ଆନ୍ବୁ ?”
ଜିସୁ ଲକ୍ମନ୍କେ ବୁଏଁ ବସ୍ବାକେ କଇଲା ।