4 ପର୍ମେସର୍ ଆଦେସ୍ ଦେଲାଆଚେ, ମା ବାବାକେ ଆଲାଦ୍କରା । ଆରି କେ ମିସା ନିଜର୍ ବାବା ମାକେ ସାଇପ୍ ଦେଇକରି କାଇବଲି କଇସି ବଇଲେ, ସେ ମରନର୍ ଡଣ୍ଡ୍ ପାଇସି ।
ଜିସୁ କଇଲା, “ତମେ କାଇକେ ପର୍ମେସରର୍ ଆଦେସ୍ ନ ମାନି ନିଜର୍ ରିତିନିତି ଇସାବେ କାମ୍ କଲାସ୍ନି ?”
ମାତର୍ ତମେ ସିକିଆ ଦେଲାସ୍ନି ଜେ, ଗଟେକ୍ ଲକ୍ ଜନ୍ ଦନ୍ ସଙ୍ଗ୍ ବାବା ମାକେ ସାଇଜ କରିପାର୍ତା, ସେଟା ପର୍ମେସର୍କେ ଦାନ୍ କଲିଆଚି ବଲି କଇଲେ,
ଆୟା ବାବାର୍ ସେବା କରା ଆରି ତମର୍ ପଡିସାର୍ ଲକ୍ମନ୍କେ ନିଜର୍ ପାରା ଆଲାଦ୍ କରା ।”
ତେଇ ଜିସୁ ତାକେ କଇଲା “ମର୍ଟାନେଅନି ଦୁର୍ ଅ ସଇତାନ୍, ସାସ୍ତରେ ଲେକା ଆଚେ, ତୁଇ ପର୍ମେସର୍କେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।”
ଏଟାର୍ ଅରତ୍ କାଇଟା, ଏନ୍ତାରି ବିସ୍ବାସ୍ କରି ନିୟମ୍ ନସାଇଦେଉଁ କି ? ନାଇ, ଆମେ ଜଦି ଜିସୁକିରିସ୍ଟକେ ବିସ୍ବାସ୍ କର୍ବୁ ବଇଲେ, ନିୟମ୍କେ ମିସା ଡାଟ୍ କର୍ବୁ ।
ଏ ମର୍ ପିଲାଟକିମନ୍, ତମେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଆୟା ବାବାର୍ କାତା ମାନିକରି ରୁଆ । ତମେ ଏନ୍ତାରି କର୍ବାର୍ ଆଚେଆକା ।