5 ମାତର୍ ତମେ ସିକିଆ ଦେଲାସ୍ନି ଜେ, ଗଟେକ୍ ଲକ୍ ଜନ୍ ଦନ୍ ସଙ୍ଗ୍ ବାବା ମାକେ ସାଇଜ କରିପାର୍ତା, ସେଟା ପର୍ମେସର୍କେ ଦାନ୍ କଲିଆଚି ବଲି କଇଲେ,
ପର୍ମେସର୍ ଆଦେସ୍ ଦେଲାଆଚେ, ମା ବାବାକେ ଆଲାଦ୍କରା । ଆରି କେ ମିସା ନିଜର୍ ବାବା ମାକେ ସାଇପ୍ ଦେଇକରି କାଇବଲି କଇସି ବଇଲେ, ସେ ମରନର୍ ଡଣ୍ଡ୍ ପାଇସି ।
“ସେ ଆରି ତାର୍ ବାବା ମାଆର୍ ଦାଇତ୍ ନେବାର୍ ଲଡାନାଇ । ଏନ୍ତାରି ତମେ ପର୍ମେସରର୍ ଆଦେସ୍ ନ ମାନିକରି ନିଜର୍ ରିତିନିତି ଇସାବେ ଚାଲ୍ଲାସ୍ନି ।
ମାତର୍ ପିତର୍ ଆରି ଜଅନ୍ କଇଲାଇ, “ତମର୍ ବାଦିଅ ଅଇବୁ, କି ପରମେସରର୍ ବାଦିଅ ଅଇବୁ, କନ୍ ବିସଇ ପରମେସରର୍ ମୁଆଟେ ଟିକ୍ ସେଟା ତମେ ବିଚାର୍ କରା ।
ପିତର୍ ଆରି ବିନ୍ ସିସ୍ମନ୍ କଇଲାଇ, “ଆମେ ତମର୍ ଆଦେସ୍ ମାନ୍ବା ବାଦୁଲେ ପର୍ମେସରର୍ ଆଦେସ୍ ମାନ୍ବୁ ।