7 ଏରେ ଦରମ୍ ଲକ୍ ବଲାଇଅଇବା କୁଟିଆଲ୍ମନ୍, ତମର୍ ବିସଇ ନେଇ ଜିସାଇୟ ବବିସତ୍ବକ୍ତା କଇରଇବାଟା ଟିକ୍ ଆକା ।”
“ସେ ଆରି ତାର୍ ବାବା ମାଆର୍ ଦାଇତ୍ ନେବାର୍ ଲଡାନାଇ । ଏନ୍ତାରି ତମେ ପର୍ମେସରର୍ ଆଦେସ୍ ନ ମାନିକରି ନିଜର୍ ରିତିନିତି ଇସାବେ ଚାଲ୍ଲାସ୍ନି ।
ପର୍ମେସର୍ କଇଲାନି, ଏ ଲକ୍ମନ୍ କାତାଇସେ ମକେ ସନ୍ମାନ୍ ଦେଲାଇନି, ମାତର୍ ସେମନର୍ ମନ୍ ମର୍ତେଇଅନି ବେସି ଦୁରିକେ ।
ଏରେ କୁଟିଆଲ୍ମନ୍ ! ଆଗେ ନିଜର୍ ଆଁକିତେଇ ରଇଲା କାଚ୍ରା ବାର୍କରାଇ ପାକା, ତାର୍ ପଚେ ନିଜର୍ ବାଇର୍ ଆଁକିତେଇ ରଇବା କାଚ୍ରା ବାର୍କରାଇବାକେ ନିମାନ୍ କରି ଦେକି ପାରାସ୍ ।
ଜିସୁ ସେମନ୍କେ କଇଲା, “ଏରେ କୁଟିଆଲ୍ମନ୍, ତମର୍ ବିସଇନେଇ ଜିସାୟ ବବିସତ୍ବକ୍ତା ନିକସଙ୍ଗ୍ ଜାନାଇଆଚେ, ସେ ଏନ୍ତି କଇଲା ଆଚେ ।” ପର୍ମେସର୍ କଇଲାନି “ଏ ଜାତି, ମକେ ମୁଏ ସନ୍ମାନ୍ ଦେବାଇ, ମାତର୍ ତାକର୍ ମନ୍ ମର୍ଟାନେଅନି ଦୁରିକେ ରଇସି ।