8 ପର୍ମେସର୍ କଇଲାନି, ଏ ଲକ୍ମନ୍ କାତାଇସେ ମକେ ସନ୍ମାନ୍ ଦେଲାଇନି, ମାତର୍ ସେମନର୍ ମନ୍ ମର୍ତେଇଅନି ବେସି ଦୁରିକେ ।
ଏରେ ଦରମ୍ ଲକ୍ ବଲାଇଅଇବା କୁଟିଆଲ୍ମନ୍, ତମର୍ ବିସଇ ନେଇ ଜିସାଇୟ ବବିସତ୍ବକ୍ତା କଇରଇବାଟା ଟିକ୍ ଆକା ।”
ଜିସୁ ସେମନ୍କେ କଇଲା, “ଏରେ କୁଟିଆଲ୍ମନ୍, ତମର୍ ବିସଇନେଇ ଜିସାୟ ବବିସତ୍ବକ୍ତା ନିକସଙ୍ଗ୍ ଜାନାଇଆଚେ, ସେ ଏନ୍ତି କଇଲା ଆଚେ ।” ପର୍ମେସର୍ କଇଲାନି “ଏ ଜାତି, ମକେ ମୁଏ ସନ୍ମାନ୍ ଦେବାଇ, ମାତର୍ ତାକର୍ ମନ୍ ମର୍ଟାନେଅନି ଦୁରିକେ ରଇସି ।
ଜିସୁ ନିତନିଏଲ୍କେ ତାର୍ ଲଗେ ଆଇବାଟା ଦେକି ତାର୍ ବିସଇ ନେଇ କଇଲା, “ଏଦେ ଦେକା ! ଏ ଗଟେକ୍ ଇସ୍ରାଏଲର୍ ସତ୍ ଲକ୍, ଏ ଲକର୍ତେଇ କାଇମିସା କୁଟ୍କପଟ୍ ନାଇ ।”
ତେବେ ସବୁ ଲକ୍ମନ୍ ବାବାକେ ଜେନ୍ତି ସନ୍ମାନ୍ ଦେଲାଇନି, ସେନ୍ତିସେ ତାର୍ ପିଲା ମକେ ମିସା ସନ୍ମାନ୍ ଦେବାଇ । ଜଦି ଜନ୍ ଲକ୍ମନ୍ ତାର୍ ପିଲା ମକେ ସନ୍ମାନ୍ ଦେଅତ୍ ନାଇ, ସେମନ୍ ମକେ ପାଟାଇଲା ବାବାକେ ମିସା ସନ୍ମାନ୍ ଦେଅତ୍ ନାଇ ।
ଆମର୍ କାମ୍ଟାନେ ତର୍ କାଇମିସା ବାଗ୍ ନାଇ, କାଇକେବଇଲେ ପର୍ମେସର୍ ଦେକ୍ବା ଇସାବେ ତର୍ ମନ୍ ନିକ ନାଇ ।
ତେବର୍ ପାଇ ଏ ମର୍ ବିସ୍ବାସି ବାଇବଇନିମନ୍, ଜାଗର୍ତାଅଇ ରୁଆ, ଜେନ୍ତାରିକି ତମର୍ ବିତ୍ରେଅନି କେ ମିସା କାରାପ୍ ମନ୍ ରଇକରି ପର୍ମେସର୍କେ ବିସ୍ବାସ୍ ନ କରା, ଆରି କେ ମିସା ଜିବନ୍ ରଇବା ପର୍ମେସର୍ ଟାନେଅନି ବେଗ୍ଲି ନ ଜା ।
ସାସ୍ତରେ ଲେକା ଅଇଲାପାରା, “ଗଟେକ୍ ଲକ୍ ଜଦି ତାର୍ ଜିବନେ ସାର୍ଦାର୍ ଦିନ୍ ଆରି ମଙ୍ଗଲର୍ ଦିନ୍ ଦେକ୍ବିବଲି ମନ୍କଲେ, ସେ କାରାପ୍ କାତା ନ କଅ ଆରି ମିଚ୍ କାତା ନ କଅ।