ମାତିଉ 16:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ସେଟାର୍ପାଇ ମୁଇ ତକେ କଇଲିନି, ତୁଇ ପିତର୍, ଜାର୍ ଅରତ୍ କି ପାକ୍ନା । ଏ ପାକ୍ନା ଉପ୍ରେ ମୁଇ ମର୍ ମଣ୍ଡଲି ତିଆର୍ କର୍ବି । ଜେନ୍ତିକି ମରନ୍ ପାରା ବପୁ ମିସା ତାକେ କାଇ କରିନାପାରେ । အခန်းကိုကြည့်ပါ။ |
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।