1 ଚଅ ଦିନ୍ପଚେ ଜିସୁ ପିତର୍, ଜାକୁବ୍ ଆରି ଜଅନ୍ ଦୁଇ ବାଇକେ ନେଇ ଗଟେକ୍ ଡେଙ୍ଗ୍ ଡଙ୍ଗ୍ରେ ଗାଲା । ତେଇ କେ ମିସା ନ ରଇଲାଇ ।
ସିସ୍ମନ୍ ଦେକ୍ଲା ଦାପ୍ରେ ଜିସୁ, ଗଟେକ୍ ଦେକ୍ଲେ କାବା ଅଇଜିବା ରୁପ୍ ଅଇ ବାଦ୍ଲି ଗାଲା । ତାର୍ ମୁ ବେଲ୍ ପାରା ଉଜଲ୍ ଅଇଲା ଆରି ପଚିଆର୍ ଉଜଲ୍ ପୁଲ୍ପାରା ଦବ୍ ଡିସ୍ଲା ।
ସେ ପିତର୍କେ ଆରି ଜେବଦିର୍ ଦୁଇଟା ପିଲାମନ୍କେ ତାର୍ ସଙ୍ଗ୍ ଡାକିନେଲା । ସେଡ୍କି ବେଲେ ସେ ବେସି ଦୁକ୍ କସ୍ଟ ଆରି କିଲ୍ବିଲ୍ଅଇ,
ତାର୍ପଚେ ଜିସୁ ପର୍ମେସରର୍ ଗରର୍ ମୁଆଟେ ରଇଲା ଜିତ୍ ନାଉଁର୍ ଗଚ୍ମନ୍ ରଇବା ଡଙ୍ଗ୍ରେ ବସିରଇଲା । ସେବେଲା ପିତର୍, ଜାକୁବ୍, ଜଅନ୍ ଆରି ଆନ୍ଦ୍ରିୟ, କେ ନ ରଇଲାବେଲେ ତେଇ ଆସିକରି ତାକେ ପାଚାର୍ଲାଇ ।
ଆରି ପିତର୍, ଜାକୁବ ଆରି ତାର୍ ବାଇ ଜଅନକେ ଚାଡି ଆରି କାକେ ନିଜର୍ ସଙ୍ଗ୍ ଜିବାକେ ଦେଏ ନାଇ ।
ଜିସୁ ଜାଇରସର୍ ଗରେ ଆସି ପିତର୍, ଜଅନ୍ ଆରି ଜାକୁବ୍ ଆରି ଟକିର୍ ବାବା ମାଆ କେ ଚାଡିକରି କାକେ ମିସା ବିତ୍ରେ ଡାକିନେଏ ନାଇ ।
ଏଟାସଙ୍ଗ୍ ତିନ୍ତର୍ ଅଇଲାବେ ତମର୍ ଲଗେ ମୁଇ ଆଇଲିନି । ସାସ୍ତର୍ କଇଲାପାରା "ମଣ୍ଡଲିର୍ ବାଇମନର୍ ବିରୁଦେ ନିନ୍ଦା କାତା ଉଟ୍ଲେ, ସେଟା ତିନ୍ ଲକ୍ ନଇଲେ ଦୁଇଲକର୍ ସାକିର୍ ମୁଆଟେ ସବୁଜାକ ରାଜିନାମା କରାଇବାର୍ ଆଚେ ।
ଆମର୍ ମାପ୍ରୁ ଜିସୁକିରିସ୍ଟ ତାର୍ ସବୁ ବପୁର୍ସଙ୍ଗ୍ ବାଉଡି ଆଇସି ବଲି ତମ୍କେ କଇରଇଲୁ । ସେଟା ବିନ୍ ଲକ୍ ତାକର୍ ଚାଲାକିକରି ତିଆର୍କଲା ଗଟେକ୍ କାତାନି ନଏଁ ।
ସେ ସବଦ୍ ସୁନ୍ଲାବେଲେ ପର୍ମେସରର୍ ସୁକଲ୍ ପର୍ବତେ ଆମେ ମିସା କିରିସ୍ଟର୍ ସଙ୍ଗ୍ ରଇଲୁ ।