10 ସିସ୍ମନ୍ ତାକେ ପାଚାର୍ଲାଇ “ଆମର୍ ଦରମ୍ ଗୁରୁମନ୍ ଏଲିୟ ପର୍ତୁମ୍ ଆଇସି ବଲି କାଇକେ କଇଲାଇ ଆଚତ୍ ?”
ଜଦି ସେମନର୍ କାତା ତମେ ବିସ୍ବାସ୍ କର୍ସା, ତେବେ ଜଅନ୍ ଅଇଲାନି ସେ ଏଲିୟ, ଜେ କି ପର୍ତୁମ୍ ଆଇବାର୍ ରଇଲା ।
ସେମନ୍ କଇଲାଇ, “କେତେ ଲକ୍ କଇଲାଇନି, ସେ ଡୁବନ୍ ଦେଉ ଜଅନ୍ । ଆରି କେତେ ଲକ୍ ‘ସେ ଏଲିୟ’, ବିନ୍ ଲକ୍ମନ୍ କଇଲାଇନି, ‘ସେ ଜିରିମିୟ ନଇଲେ ବବିସତ୍ବକ୍ତାମନର୍ତେଇଅନି ଗଟେକ୍ ଲକ୍’ ।”
ଜିସୁ କଇଲା, “ଉଁ ଏଲିୟ ପର୍ତୁମ୍ ଆସିକରି ସବୁ ବିସଇ ତିଆର୍ କରି ରଇବା କାତା ।
ସିସ୍ମନ୍ ଜିସୁକେ ପାଚାର୍ଲାଇ, “ଏଲିୟ ପର୍ତୁମ୍ ଆଇବାର୍ ଆଚେ ବଲି ନିୟମ୍ ସିକାଇଦେବା ଲକ୍ମନ୍ କାଇକେ କଇଲାଇନି ?”
ତେଇ ସେମନ୍ ପାଚାର୍ଲାଇ, “ସେନ୍ତି ବଇଲେ ତମେ କେ ତେବେ ? ବବିସତ୍ବକ୍ତା ଏଲିୟ କି ?” ଜଅନ୍ କଇଲା, “ନଇ, ମୁଇ ଏଲିଅ ନଇ ।” ଆରି ସେମନ୍ ପାଚାର୍ଲାଇ, “ତୁଇ ସେ ବବିସତ୍ବକ୍ତା କି ?” ଜଅନ୍ କଇଲା, “ମୁଇ ସେ ନଇ ।”
“ତମେ ଜଦି କିରିସ୍ଟ ନୁଆସ୍, ଏଲିୟ ନୁଆସ୍, ଆରି ବବିସତ୍ବକ୍ତା ନୁଆସ୍, କାଇକେ ଲକ୍ମନ୍କେ ଡୁବନ୍ ଦେଲାସ୍ନି ?”