14 ଜିସୁ ଆରି ତାର୍ ସିସ୍ମନ୍ ଲକ୍ ଗଉଲି ବିତ୍ରେ ବାଉଡି ଆଇଲା ପଚେ, ଗଟେକ୍ ଲକ୍ ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା,
ସେଡ୍କି ବେଲେ ସେମନ୍ ବୁଜି ପାର୍ଲାଇ ଜେ, ଜିସୁ ଡୁବନ୍ ଦେଉ ଜଅନର୍ ବିସଇ କଇଲାନି ବଲି ।
ସେଡ୍କି ବେଲେ ଗଟେକ୍ ବଡ୍ ରଗି ତାର୍ ଲଗେ ଆସି ମାଣ୍ଡିକଟା ଦେଇ ତାକେ ବାବୁଜିଆ କରି କଇଲା, “ତମେ ଜଦି ମନ୍କଲେ ମକେ ସୁକଲ୍ କରି ପାର୍ସା ।”
ଜିସୁ ଆରି ତାର୍ ସିସ୍ମନ୍ ତେଇଅନି ବାରଇ ଜିବାବେଲେ ବାଟେ ଗଟେକ୍ ଲକ୍ ପାଲାଇ ଆସି ତାର୍ ଲଗେ କେଟ୍ଲା ଆରି ତାର୍ ମୁଆଟେ ମାଣ୍ଡିକୁଟା ଦେଇ ପାଚାର୍ଲା, “ଏ ନିମାନ୍ ଗୁରୁ, ନ ସାର୍ବା ଜିବନ୍ ମିଲାଇବାକେ ଆଲେ ମୁଇ କାଇଟା କର୍ବାର୍ ଆଚେ ?”
ମାତର୍ ସେମନର୍ ସଙ୍ଗ୍ ଗଟେକ୍ ଆଟ୍ ରଇଲା ପଚେ, ଆମେ ସେମନ୍କେ ଚାଡିକରି ଆମର୍ ବାଟେ ଉଟି ଆଇଲୁ । ଆମ୍କେ ପାଟାଇ ଦେବାକେ ସେମନ୍ ନିଜର୍ ନିଜର୍ ପିଲା ମାଇଜି ସଙ୍ଗ୍ ଗଡ୍ ବାଇରେ ରଇବା, ସମ୍ଦୁର୍ କଣ୍ଡିଜାକ ଆଇଲାଇ । ତେଇ ଆମେ ସବୁ ଲକ୍ ମାଣ୍ଡିକୁଟା ଦେଇ ପାର୍ତନା କଲୁ ।