16 ତାକେ ମୁଇ ତମର୍ ସିସ୍ମନର୍ ଲଗେ ଆନି ରଇଲି, ମାତର୍ ସେମନ୍ ନିକ କରି ନାପାର୍ଲାଇ ।”
“ମାପ୍ରୁ, ମର୍ ପିଲାକେ ଦୟା କରା । ମୁର୍ଚା ବେମାର୍ ଲାଗି କସ୍ଟ ପାଇଲାନି । ସେ ବେସି ତର୍ ଜଇତେଇ ଆରି ପାନିତେଇ ଅଦ୍ରି ଦେଲାନି ।
ଜିସୁ କଇଲା, “ତମର୍ କେଡେ ଡାଟ୍ ନ ରଇବା ବିସ୍ବାସ୍ ଆରି ବୁଲ୍ ! ତମର୍ ସଙ୍ଗ୍ ଆରି ମୁଇ କେତେ ଦିନ୍ ରଇବି ? ଆରି କେତେ ଦିନ୍ ତମର୍ ଚଲାଚଲ୍ତିଟା ସୁନି ସୁନି ତୁମ୍ପୁଡି ରଇବି ? ସେ ପିଲାକେ ମର୍ ଲଗେ ଆନା ।”
ତାକେ ଡୁମା ଚାଡାଇବାକେ ବଲି ମୁଇ ତମର୍ ସିସ୍ମନର୍ ଲଗେ ଆନି ଗୁଆରି କରିରଇଲି, ମାତର୍ ସେମନ୍ ନାପାର୍ଲାଇ ।”
ତାର୍ ନାଉଁର୍ ବପୁ ସଙ୍ଗ୍ ଏ ଚଟା ନିମାନ୍ ଅଇଲାଆଚେ । ଜନ୍ ଗଟ୍ନା ଏବେ ତମେ ନିଜେ ଦେକି ସତ୍ ବଲି ଜାନ୍ଲାସ୍, ସେଟା ଅବ୍କା ତାର୍ ନାଉଁଦାରି ବିସ୍ବାସ୍ କଲାକେସେ ମିଲ୍ଲା ଆଚେ । ଜିସୁକେ ବିସ୍ବାସ୍ କଲାକେ ସେ ନିମାନ୍ ଅଇଲା ଆଚେ, ଏଟା ତମେ ଦେକ୍ଲାସ୍ ।”