17 ଜିସୁ କଇଲା, “ତମର୍ କେଡେ ଡାଟ୍ ନ ରଇବା ବିସ୍ବାସ୍ ଆରି ବୁଲ୍ ! ତମର୍ ସଙ୍ଗ୍ ଆରି ମୁଇ କେତେ ଦିନ୍ ରଇବି ? ଆରି କେତେ ଦିନ୍ ତମର୍ ଚଲାଚଲ୍ତିଟା ସୁନି ସୁନି ତୁମ୍ପୁଡି ରଇବି ? ସେ ପିଲାକେ ମର୍ ଲଗେ ଆନା ।”
କାଇକେବଇଲେ ସେମନ୍ ଜିସୁକେ ବିସ୍ବାସ୍ କରତ୍ ନାଇଜେ ସେ ତେଇ ଆରି ଅଦିକ୍ କାବା ଅଇଜିବା କାମ୍ମନ୍ କରେ ନାଇ ।
ସେମନ୍ କାଇଟା କଇତେ ରଇଲାଇ ସେଟା ଜାନି ଜିସୁ ସେମନ୍କେ କଇଲା, “ତମର୍ ଲଗେ ରୁଟି ନାଇ ବଲି କାଇକେ କୁଆବଲା ଅଇଲାସ୍ନି ? ତମର୍ ବିସ୍ବାସ୍ କେତେ ଦୁର୍ବଲ୍ ।
ତାକେ ମୁଇ ତମର୍ ସିସ୍ମନର୍ ଲଗେ ଆନି ରଇଲି, ମାତର୍ ସେମନ୍ ନିକ କରି ନାପାର୍ଲାଇ ।”
ପିଲା ବିତ୍ରେ ରଇଲା କାରାପ୍ ଆତ୍ମାକେ ଜିସୁ ଦମ୍କାଇଲା । କାରାପ୍ ଆତ୍ମା ଚାଡି ଉଟିଗାଲା ଆରି ସେ ଦାପ୍ରେସେ ପିଲା ନିକ ଅଇଗାଲା ।
ଆଜି ପଦାଇ ରଇଲା ଗାଁସ୍ କାଲିକେ ନ ମିସା ରଏ । କାଟିକରି ଜଇଟାନେ ପଡାଇଦେବାଇ । ଏଲେମିସା ତାକେ ପର୍ମେସର୍ ଏନ୍ତି ସୁନ୍ଦର୍ ବେସ୍ ଦେଇସି, ତେବେ ଏ ଅଲପ୍ ବିସ୍ବାସିମନ୍, ସେ ବାଇଦରେ ତମ୍କେ ଅଦିକ୍ ନିମାନ୍ ବସ୍ତର୍ ନ ଦେଏ କି ? ଦେଇସିସେ ।
ଜିସୁ ସେମନ୍କେ କଇଲା, “ଏ ବିସ୍ବାସେ ଡାଟ୍ ନ ରଇଲା ଲକ୍ମନ୍, ତମେ କାଇକେ ଏତେକ୍ ଡରିଗାଲାସ୍ନି ?” ଜିସୁ ବାଉପବନ୍କେ ଆରି ଲଅଡିକେ ଦମ୍କାଇଲା । ତେବର୍ପାଇ ବାଉପବନ୍ ଆରି ଲଅଡି ତବିର୍ ଅଇଗାଲା ।
ତାର୍ପଚେ ଏଗାର୍ଟା ସିସ୍ମନ୍ କାଇବାବେଲେ ଜିସୁ ସେମନ୍କେ ଦେକାଇଅଇଲା । ଜିସୁ ମଲାଟାନେଅନି ଉଟ୍ଲାଟା ଦେକିରଇଲା ଲକ୍ମନ୍ କଇଲା କାତା ବିସ୍ବାସ୍ ନ କରି, ସେମନର୍ ମନ୍ ଆଁଟ୍ କଲାର୍ ଲାଗି ସେମନ୍କେ ଲାଗ୍ଲା ।
ଜିସୁ ସେମନ୍କେ କଇଲା, “ଏ ପର୍ମେସର୍କେ ବିସ୍ବାସ୍ ନ ରଇବା ଆଜିକାଲିର୍ ଲକ୍ମନ୍, ତମେ ବିସ୍ବାସ୍ କର୍ବାକେ ଆରି କେତେ ଦିନ୍ ମୁଇ ତମର୍ ସଙ୍ଗ୍ ରଇବାର୍ ଆଚେ ? ଆରି କେତେଦିନ୍ ମୁଇ ସାଆସ୍ ଦାରି ତମର୍ ସଙ୍ଗ୍ ରଇବାର୍ ଆଚେ ? ସେ ପିଲାକେ ମର୍ଲଗେ ଆନା ।”
ସେବେଲେ ଜିସୁ ସେମନ୍କେ କଇଲା, “ତମେ କେତେକ୍ ବକୁଆ ଲକ୍ମନ୍, ବବିସତ୍ବକ୍ତାମନ୍ କଇଲା କାତା ବିସ୍ବାସ୍ କର୍ବାକେ କାଇକେ ଜାଗ୍ରତ୍ ଉଆସ୍ ନାଇ ?
ଜିସୁ କଇଲା, “ଏରେ କରାପ୍ବାଟେ ଜାଇ ବିସ୍ବାସ୍ ନ କଲା ଲକ୍ମନ୍, କେତେ କାଲ୍ ଆରି ମୁଇ ତମର୍ସଙ୍ଗ୍ ମୁର୍ଚି ରଇବି, ପିଲାକେ ଇତି ଦାରିଆସା ।”
ତାର୍ ପଚେ ଜିସୁ ତମାକେ କଇଲା, “ତର୍ ଆଙ୍ଗ୍ଟି ଇତି ସଙ୍ଗଇ ମର୍ ଆତ୍ ଦେକ୍, ଆରି ମର୍ ପାଞ୍ଜ୍ରାଇ ଆତ୍ ପୁରାଇ ଦେକ୍ । ଆରି କେବେ ମିସା ବିସ୍ବାସ୍ କରିନାଇ ବଲି କଅ ନାଇ, ମାତର୍ ବିସ୍ବାସ୍ କର୍ ।”
ଆରି ଚାଲିସ୍ ବରସ୍ ଜାକ ମରୁବାଲିବୁଏଁ ସେମନର୍ ସାଦ୍ବାନ୍ଦ୍ କଲାଟା ମୁରଚ୍ଲା ।
ଆରି ପିତର୍ ସେମନ୍କେ ଜାଗ୍ରତ୍ କରାଇବାକେ ବେସି ବିସଇ କଇଲା ଆରି ସେମନ୍କେ ବାବୁଜିଆ କଲା । ବିସ୍ବାସ୍ ନ କର୍ବା ଜିଉଦି ବାଇମନ୍କେ ଆଇତେରଇବା ବଡ୍ ଡଣ୍ଡେଅନି ନିଜ୍କେ ରକିଆ କରା। ବଲି କଇଲା ।
ଜଦି ମୁଇ ବକୁଆ ଲକର୍ପାରା କାତା କଇଲେ ମିସା ତମେ ସେଟା ସୁନି ଚିମ୍ରା ଅଇରୁଆ ।