24 ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ କେଟ୍ଲା ପଚେ ମନ୍ଦିର୍ ପାଇ ସିସ୍ତୁମାଙ୍ଗୁମନ୍ ପିତର୍କେ ପାଚାର୍ଲାଇ, “ତମର୍ ଗୁରୁ ମନ୍ଦିରର୍ ପାଇ ସିସ୍ତୁ ଦେଇସି କି ନାଇ ?”
ତେବେ, ତମ୍କେ ଆଲାଦ୍ କର୍ବା ଲକ୍କେ ଆଲାଦ୍ କଲେ, ପର୍ମେସର୍ ତମ୍କେ କାଇକେ ପୁରୁସ୍କାର୍ ଦେଇସି ? ସିସ୍ତୁ ମାଙ୍ଗ୍ବା ଲକ୍ମନ୍ ମିସା ସେନ୍ତି କର୍ବାଇ ।
ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ ଆଇଲାଇ ଆରି ସେମନ୍ ଗର୍ ବିତ୍ରେ ଗାଲାଇ । ତାର୍ପଚେ ଜିସୁ ସେମନ୍କେ ପାଚାର୍ଲା, “ତମେ ବାଟେ କନ୍ ବିସଇନେଇ ଦଦାପେଲା ଅଇତେରଇଲାସ୍ ?”