ମାତିଉ 17:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ପିତର୍ କଇଲା, “ଦେଇସି ।” ପିତର୍ ଗର୍ ବିତ୍ରେ ପୁରୁପୁରୁ ଜିସୁ ତାକେ ପାଚାର୍ଲା, “ସିମନ୍, ତମେ କାଇଟା ବାବ୍ଲାସ୍ନି ? ଏ ଜଗତର୍ ରାଜାମନ୍ କାର୍ଟାନେଅନି ସିସ୍ତୁ ନେବାଇ ? ତାକର୍ ନିଜର୍ ଦେସର୍ ଲକ୍ମନର୍ଟାନେଅନି କି ବିନ୍ ଦେସର୍ ଲକ୍ମନର୍ଟାନେଅନି ?” အခန်းကိုကြည့်ပါ။ |