8 ସେଟାର୍ ପାଇ ସେମନ୍ ଉପ୍ରେ ଦେକ୍ଲାଇଜେ ଜିସୁକେ ଚାଡି ଆରି କେ ଡିସତ୍ ନାଇ ।
ଜିସୁ ସେମନର୍ ଲଗେ ଆସି ସେମନ୍କେ ଚିଇ କରି କଇଲା, “ଉଟା, ଡରା ନାଇ ।”
ସେମନ୍ ଡଙ୍ଗ୍ରେଅନି ଉତ୍ରି ଆଇଲା ବେଲେ ଜିସୁ ସେମନ୍କେ ଆଦେସ୍ ଦେଇ କଇଲା, “ନର୍ପିଲା ମୁଇ ମଲାଟାନେଅନି ଆରିତରେକ୍ ନ ଉଟ୍ବା ଜାକ ଏ ଦେକ୍ଲା କାତା ତମେ କାକେ କୁଆ ନାଇ ।”
ଆରି ଅଟାତ୍ ସେମନ୍ ଚାରିବେଡ୍ତି ଦେକ୍ଲାଇ, ତାକର୍ ସଙ୍ଗ୍ ଜିସୁକେ ଚାଡି ଆରି କାକେ ମିସା ଦେକତ୍ ନାଇ ।
ସେ ସବଦ୍ ଅଇଲାପଚେ ଜିସୁ ଗଟେକ୍ଲକ୍ସେ ଡିସ୍ଲା । ଆରି, ସେମନ୍ ଚିମ୍ରା ଅଇରଇଲାଇ, ତେଇ ଜାଇଜାଇଟା ଦେକିରଇଲାଇ, ସେବେଲେ ସେ କାତା କାକେ ନ କଇ, ମନେ ଦାରିରଇଲାଇ ।