9 ସେମନ୍ ଡଙ୍ଗ୍ରେଅନି ଉତ୍ରି ଆଇଲା ବେଲେ ଜିସୁ ସେମନ୍କେ ଆଦେସ୍ ଦେଇ କଇଲା, “ନର୍ପିଲା ମୁଇ ମଲାଟାନେଅନି ଆରିତରେକ୍ ନ ଉଟ୍ବା ଜାକ ଏ ଦେକ୍ଲା କାତା ତମେ କାକେ କୁଆ ନାଇ ।”
ତାର୍ ନିଜର୍ ବିସଇ ବିନ୍ ଲକ୍ମନ୍କେ କାଇ ବଲି ନ କୁଆ ବଲି ସେମନ୍କେ ଆଦେସ୍ ଦେଇତେରଇଲା ।
ମାତର୍ ମୁଇ ତମ୍କେ କଇଲିନି, ଏଲିୟ ତା ଆସି ସାର୍ଲା ଆଚେ ଆରି ଲକ୍ମନ୍ ତାକେ ନ ଚିନି ଜନ୍ଟା ମନ୍ କଲା ସେଟା ତାକେ କଲାଇ ଆଚତ୍ । ସେନ୍ତାରିସେ ନର୍ପିଲା ମକେ ମିସା ସେମନ୍ ସେନ୍ତି କାରାପ୍ ଚଲାଚଲ୍ତି କର୍ବାଇ ।”
ଜିସୁ ସେମନ୍କେ କଇଲା, “ତମର୍ ବିସ୍ବାସ୍ ବେସି ଦୁର୍ବଲ୍ । ମୁଇ ତମ୍କେ ସତ୍ କଇଲିନି, ଜଦି ଗଟେକ୍ ସର୍ସୁ ମୁଞ୍ଜି ଏତ୍କି ତମର୍ ବିସ୍ବାସ୍ ରଇଲେ, ଏ ଡଙ୍ଗର୍, ଇତିଅନି ତେଇ ଗୁଚି ଜିବାକେ କଇଲେ, ସେଟା ଗୁଚି ଜାଇସି । ବିସ୍ବାସର୍ ଲାଗି ତମେ ସବୁ ବିସଇ କରିପାରାସ୍ ।”
ସିସ୍ମନ୍ ଗାଲିଲିତେଇ ରୁଣ୍ଡ୍ଲା ପଚେ ଜିସୁ ସେମନ୍କେ କଇଲା, “ନର୍ପିଲା ମୁଇ ଲକ୍ମନ୍କେ ସର୍ପି ଅଇବାର୍ ଗାଲିନି ।
ତେଇ ସେମନ୍ ମକେ ମରାଇବାଇ, ମାତର୍ ତିନ୍ ଦିନ୍ ପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।” ଜିସୁର୍ କାତା ସୁନି ସିସ୍ମନ୍ ବେସି ଦୁକ୍ ଅଇଗାଲାଇ ।
ସେଟାର୍ ପାଇ ସେମନ୍ ଉପ୍ରେ ଦେକ୍ଲାଇଜେ ଜିସୁକେ ଚାଡି ଆରି କେ ଡିସତ୍ ନାଇ ।
ମାତର୍ ଜିସୁ ତାକେ କଇଲା, “କଲିଆ ରଇବାକେ ପାଆର୍ ଆଚେ, ଆରି ଉଡିବୁଲ୍ବା ଚଡଇମନ୍ ରଇବାକେ ଗୁଡା ଆଚେ, ମାତର୍ ନର୍ପିଲା ମୁଇ, ମକେ ରଇବାକେ ଜାଗା ନାଇ ।”
ଜିସୁ ତାକେ କଇଲା, “ସୁନ୍, ତୁଇ କେନ୍ତିଅଇ ନିକ ଅଇଲୁସ୍, ଏ କାତା କାକେ ମିସା କ ନାଇ, ମାତର୍ ସିଦା ପୁଜାରିର୍ ଲଗେ ଜାଇକରି ନିଜ୍କେ ଦେକାଇ ଅ, ଆରି ତୁଇ ନିକ ଅଇ ଆଚୁସ୍ ବଲି ସବୁ ଲକର୍ ଟାନେ ଜାନାଇଅଇବାକେ ମସାର୍ ନିୟମ୍ ଇସାବେ ପର୍ମେସର୍କେ ସର୍ପିଦେସ୍ ।”
ତେଇ ଜିସୁ ସେମନ୍କେ ଡାଟ୍ସଙ୍ଗ୍ ଜାଗ୍ରତା କରାଇ କଇଲା, “ମୁଇ କେ ବଲି କାକେ ନ କୁଆ ।”
ତେଇ ଟକିର୍ ବାବା ମା କାବା ଅଇଗାଲାଇ, ମାତର୍ ଜିସୁ ସେ ଗଟ୍ନାର୍ କାତା କାକେ ଜାନାଆ ନାଇ ବଲି ଆଦେସ୍ ଦେଲା ।
ସେ ସବଦ୍ ଅଇଲାପଚେ ଜିସୁ ଗଟେକ୍ଲକ୍ସେ ଡିସ୍ଲା । ଆରି, ସେମନ୍ ଚିମ୍ରା ଅଇରଇଲାଇ, ତେଇ ଜାଇଜାଇଟା ଦେକିରଇଲାଇ, ସେବେଲେ ସେ କାତା କାକେ ନ କଇ, ମନେ ଦାରିରଇଲାଇ ।