13 ମୁଇ ତମ୍କେ ସତ୍ କଇଲିନି, ଜେଡେବଲ୍ ସେ ମେଣ୍ଡା ମିଲାଇସି, ଆଜି ନ ରଇଲା ନବେ ନଅଟା ମେଣ୍ଡାର୍ ପାଇ ତାର୍ ଜେତ୍କି ସାର୍ଦା, ଏ ଗଟେକ୍ ମେଣ୍ଡାର୍ ପାଇ ସେ ଅଦିକ୍ ସାର୍ଦା ଅଇସି ।
ତମେ କାଇଟା ବାବ୍ଲାସ୍ନି, ଜଦି ଗଟେକ୍ ଲକର୍ ସଏଟା ମେଣ୍ଡା ରଇସି ଆରି ସିତିଅନି ଗଟେକ୍ ଆଜି ଜାଇସି, ତେବେ ସେ କାଇଟା କର୍ସି ? ନବେ ନଅଟା ମେଣ୍ଡାକେ ଡଙ୍ଗରେ ଚାର୍ବାକେ ଚାଡିଦେଇ ସେ ଆଜ୍ଲା ମେଣ୍ଡାକେ କଜ୍ବାର୍ ବାରଇସି ।
ସମାନ୍ ସେନ୍ତି ସେ, ଏ ସାନ୍ ପିଲାମନର୍ ତେଇ ଅନି ଗଟେକ୍ ଲକ୍ ମିସା ବାଟ୍ ବାନା ଅଅତ୍, ଏଟା ତମର୍ ସରଗର୍ ବାବା ମନ୍ କରେ ନାଇ ।
ଆମେ ଦରମ୍ ନଇଲାଟାକେ ଦେକି ସାର୍ଦା ନ ଅଉଁ, ମାତର୍ ସତ୍ ଟାନେ ସାର୍ଦା ଅଇବୁ ।
କାଇକେବଇଲେ ଜନ୍ଲକ୍ ବିନ୍ ଲକ୍କେ ଦୟା ନ ଦେକାଏ, ପର୍ମେସର୍ ବିଚାର୍ନା କର୍ବାବେଲେ ତାକେ ମିସା ଦୟା ନ ଦେକାଏ । ଜନ୍ ଲକ୍ମନ୍ ବିନ୍ ଲକ୍ମନ୍କେ ଦୟା କରିଆଚେ, ସେମନ୍ ବିଚାର୍ନାଟାନେ ଡର୍ବାର୍ ନାଇ ।