14 ସମାନ୍ ସେନ୍ତି ସେ, ଏ ସାନ୍ ପିଲାମନର୍ ତେଇ ଅନି ଗଟେକ୍ ଲକ୍ ମିସା ବାଟ୍ ବାନା ଅଅତ୍, ଏଟା ତମର୍ ସରଗର୍ ବାବା ମନ୍ କରେ ନାଇ ।
ମୁଇ ତମ୍କେ ସତ୍ କଇଲିନି, ଜେଡେବଲ୍ ସେ ମେଣ୍ଡା ମିଲାଇସି, ଆଜି ନ ରଇଲା ନବେ ନଅଟା ମେଣ୍ଡାର୍ ପାଇ ତାର୍ ଜେତ୍କି ସାର୍ଦା, ଏ ଗଟେକ୍ ମେଣ୍ଡାର୍ ପାଇ ସେ ଅଦିକ୍ ସାର୍ଦା ଅଇସି ।
“ଜଦି ତମର୍ ବାଇ ତମର୍ ବିରୁଦେ ପାପ୍ କର୍ସି, ତାର୍ ଲଗେ ଜାଇ ତାର୍ ପାପ୍ ତାକେ ଦେକାଇ ଦିଆସ୍ । ମାତର୍ ତମେ ଦୁଇ ଲକ୍ ରଇଲା ବେଲେ ଏଟା ଲୁଚ୍ତେ କରା । ଜଦି ସେ ତମର୍ କାତା ସୁନ୍ସି, ତମର୍ ବାଇକେ ତମେ ଆରି ତରେକ୍ ପାଇସା ।
ସେନ୍ତାରିସେ ତମର୍ ଉଜଲ୍ ଲକ୍ମନର୍ଟାନେ ଉଜଲ୍ ଡିସ । ସେନ୍ତାର୍ଆଲେ ତମର୍ ସତ୍କାମ୍ ଦେକି ସେମନ୍ ସର୍ଗେ ରଇବା ବାବା ପର୍ମେସରର୍ ଡାକ୍ପୁଟା କର୍ବାଇ ।
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ମନ୍ ଏ ସବୁ କଜିବୁଲ୍ବାଇ । ଆରି ଏ ସବୁ ବିସଇ ଜେ ତମ୍କେ ଲଡା, ସେଟା ତମର୍ ସରଗର୍ ବାବା ଜାନେ ।
ସେଟାର୍ ପାଇ ତମେ ଏନ୍ତାରି ପାର୍ତନା କର୍ବାର୍ ଆଚେ । ଏ ଆମର୍ ସରଗର୍ ବାବା, ତମର୍ ସୁକଲ୍ ନାଉଁ ଡାକ୍ପୁଟା ପାଅ ।
ଏ ଉନା ମେଣ୍ଡାରାସି, ଡରାନାଇ, କାଇକେବଇଲେ ତମର୍ ବାବା ତମ୍କେ ତାର୍ ରାଇଜ୍ ଦେବାକେ ମନ୍କଲାଆଚେ ।
ମୁଇ ସେମନର୍ ସଙ୍ଗ୍ ରଇଲା ବେଲେ ତମର୍ ନାଉଁର୍ ବପୁସଙ୍ଗ୍ ସେମନ୍କେ ରକିଆ କରିରଇଲି । ଜେନ୍ତି କି ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ଟାନେ ଅନି ବିନେ ଅଇ ନସ୍ଟ ନ ଅଅତ୍ । ଗଟେକ୍ ଲକ୍କେ ଚାଡି ସବୁଲକ୍କେ ରକିଆ କରିଆଚି । ସେ ଗଟେକ୍ ଲକ୍ ନସ୍ଟ ଅଇସି ଆକା । ଜେନ୍ତିକି ଦରମ୍ ସାସ୍ତରେ ଲେକା ଅଇଲାଟା ସିଦ୍ ଅଇବାର୍ ରଇଲା ।
ସେମନ୍ କାଇଲା ପଚେ ଜିସୁ ସିମନ୍ ପିତର୍କେ କଇଲା, “ଜଅନର୍ ପଅ ସିମନ୍, ତୁଇକାଇ ଏମନର୍ତେଇଅନି ମକେ ଅଦିକ୍ ଆଲାଦ୍ କଲୁସ୍ନି କି ?” ପିତର୍ କଇଲା, “ଉଁ ମାପ୍ରୁ ମୁଇ ଆଲାଦ୍ କଲିନି ବଲି ତୁଇ ଜାନିଆଚୁସ୍ ।” ଜିସୁ ତାକେ “ତୁଇ ମର୍ ମେଣ୍ଡାମନ୍କେ ନିମାନ୍ କରି ଜତନ୍ କର୍ ।” ବଲି କଇଲା ।
ସେନ୍ତାରିସେ ବାଚିଅଇଲା ଲକ୍ମନ୍ ମିସା କେବେ ନ ସାର୍ବା ମଇମା ସଙ୍ଗ୍ ଜିସୁକିରିସ୍ଟ ଦେବା ମୁକ୍ତି, ପାଇବାଇ । ସେମନର୍ଲାଗି ଏ ସବୁ ବିସଇ ମୁଇ ମୁର୍ଚିକରି ରଇଲିନି ।
ସଲକ୍ ବାଟେ ଇଣ୍ଡିଜା । ସେନ୍ତାର୍କଲେ ତମର୍ ନ ଆଇବା ପାଦ୍ ନିକଅଇ ଡାଁଟ୍ ଅଇସି ।
ଅଲସମ୍ ଅଇସି ବଲି କେତେଲକ୍ ଏତାଇଲାଇନି, ମାତର୍ ମାପ୍ରୁ ନିଜେ କାତା ଦେଲା ବିସଇ ସେନ୍ତାର୍ ଅଲ୍ସମ୍ କରେନାଇ । ମାତର୍ କେମିସା ଜେନ୍ତିକି ବିନାସ୍ ନଅତ୍, ସେମନ୍ ସବୁ ମନ୍ ବାଦ୍ଲାଇବାଇ, ଏଟା ସେ ମନ୍କରି ତମର୍ ପାଇ ବଲି ଅଲ୍ସମ୍ ଅଇଲାନି ।