22 ଜିସୁ କଇଲା, “ନାଇ ସାତ୍ ତର୍ ନାଇ । ସାତ୍ ତରର୍ ସତୁରି ଗୁନ୍ ।
ତମର୍ ତମର୍ ବିତ୍ରେ ଦସ୍ ଦାରାଦାରି ଅଇ ବୁଲ୍କଲେ କେମା ଦିଆଦିଇ ଉଆ । ବିନ୍ ଲକର୍ ବିରଦ୍ କାତା ରଇଲେ ମୁର୍ଚିକରି କେମା ଦିଆଦିଇ ଉଆ । ମାପ୍ରୁ ତମ୍କେ କେମା ଦେଲାପାରା ତମର୍ ବିତ୍ରେ କେମା କରାକରି ଉଆ ।
ମାତର୍ ତମେ ପାର୍ତନା କର୍ବା ବେଲେ ତମର୍ ମନେ କାର୍ ବିରଦେ ମିସା କାଇ କାତା ରଇଲେ, ତାକେ କେମା ଦିଆସ୍ । ଏନ୍ତି କଲେ ତମର୍ ସରଗର୍ ବାବା ମିସା ତମ୍କେ ତମର୍ ପାପେଅନି କେମା ଦେଇସି ।
ସବୁ ରକାମର୍ କୁଟ୍ କାତା ଚିନ୍ତା କର୍ବାଟା, ରିସା ଅଇବାଟା,କିରଜାଟି କର୍ବାଟା, ନିନ୍ଦା କାତା କଇବାଟା, ଇଁସା ତଲା ଅଇବାଟା, ଏ ସବୁଜାକ ତମର୍ଟାନେ ଅନି ଦୁରିକେ ସଙ୍ଗୁଆ ।
ମିଚ୍ କାମ୍ କରି ଆରିଜାଆ ନାଇ, ସବୁ ବିସଇ ସତ୍ ବାବେ କରି ଜିତିକରି ରୁଆ ।
ଜେଡେବେଲେ ରିସା ଆଇଲେ, ସେଡେବେଲେ ପାପ୍କରା ନାଇ । ବେଲ୍ ନ ବୁଡ୍ତେ ତମର୍ ରିସା ଚାଡି ଦିଆସ୍ ।
ମୁଇ ମୁନୁସ୍ ପିଲାମନ୍କେ କଇଲିନି, ସେମନ୍ ଜେଡେବେଲେ ପାର୍ତନା କର୍ବାକେ ରୁଣ୍ଡ୍ବାଇ, ସୁକଲ୍ ଚଲାଚଲ୍ତି ଅଇକରି ତାକର୍ ଆତ୍ ଟେକି ପାର୍ତନା କରତ୍ । ଜଦି ଏବେ ମିସା ସେମନ୍ ଦଦାପେଲା ଅଇରଇଲେ କି ଲାଗାଲାଗି ଅଇରଇଲେ, ସେଟା ରାଜିନାମା କର୍ବାର୍ ଆଚେ ।
ସରଗ୍ ରାଇଜର୍ ଆରି ଗଟେକ୍ କାତା ସୁନ୍ । ଗଟେକ୍ ରାଜା ଦିନେକ୍ ତାର୍ଟାନେ କାମ୍କରୁମନ୍ ରୁନ୍ ନେଇରଇବାଟା ଇସାବ୍ କିତାବ୍ କର୍ବାକେ ମନ୍ କଲା ।