30 ମାତର୍ ପର୍ତୁମ୍ ଲକ୍, ସେ ଗୁଆରି କଲାଟା ସୁନେ ନାଇ, ରୁନ୍ ସୁଜ୍ବା ଜାକ ତାକେ ବନ୍ଦି ଗରେ ପୁରାଇ ସଙ୍ଗଇବାକେ ତିଆର୍ଲା ।
ସେ ଗତି ଦାଙ୍ଗ୍ଡା ତାର୍ ଗଡେଦାରି ବାବୁଜିଆ କରି କଇଲା, “ସାଆସ୍ ଦାରା, ତମର୍ ସବୁ ଡାବୁ ସୁଜି ଦେବି ।”
ଏଟା ଅଇଲାଟା ଦେକି ବିନ୍ କାମ୍ କରୁମନ୍ ଦୁକ୍ କଲାଇ । ସେମନ୍ ରାଜାର୍ ଲଗେ ଜାଇ ଜନ୍ ଜନ୍ଟା ଅଇରଇଲା, ସବୁ ଜାନାଇଲାଇ ।