34 ରାଜା ବେସି ରିସା ଅଇଗାଲା ଆରି ସବୁ ଜାକ ରୁନ୍ ନ ସୁଜ୍ବା ଜାକ ଡଣ୍ଡ୍ ପାଅ ବଲି ତାକେ ବନ୍ଦି ଗରେ ପାଟାଇ ଦେଲା ।
ମାତର୍ ପର୍ତୁମ୍ ଲକ୍, ସେ ଗୁଆରି କଲାଟା ସୁନେ ନାଇ, ରୁନ୍ ସୁଜ୍ବା ଜାକ ତାକେ ବନ୍ଦି ଗରେ ପୁରାଇ ସଙ୍ଗଇବାକେ ତିଆର୍ଲା ।
ମୁଇ ଜେନ୍ତି ତକେ ଦୟା କଲି, ତୁଇ ମିସା ତର୍ ସଙ୍ଗର୍ କାମ୍ କରୁକେ ଦୟା କର୍ବାର୍ ରଇଲା ।”
ଜିସୁ ଏ କାତା କଇସାରାଇ କଇଲା, “ତମର୍ ବିରୁଦେ ଦସ୍ କରି ରଇବା ବାଇମନ୍କେ ମନ୍ ବିତ୍ରେଅନି ଜଦି କେମା ନ ଦିଆସ୍, ତେବେ ମର୍ ସରଗର୍ ବାବା ମିସା ତମ୍କେ ଏନ୍ତାରିସେ କର୍ସି ।”
କାଇକେବଇଲେ ଜନ୍ଲକ୍ ବିନ୍ ଲକ୍କେ ଦୟା ନ ଦେକାଏ, ପର୍ମେସର୍ ବିଚାର୍ନା କର୍ବାବେଲେ ତାକେ ମିସା ଦୟା ନ ଦେକାଏ । ଜନ୍ ଲକ୍ମନ୍ ବିନ୍ ଲକ୍ମନ୍କେ ଦୟା କରିଆଚେ, ସେମନ୍ ବିଚାର୍ନାଟାନେ ଡର୍ବାର୍ ନାଇ ।