6 “ମର୍ତେଇ ବିସ୍ବାସ୍ କର୍ତେ ରଇବା ଏ ସାନ୍ ପିଲାମନର୍ ବିତ୍ରେଅନି ଗଟେକ୍ ଲକ୍ କେ ଆଲେ ବିସ୍ବାସେ ବାଦା ଗଟାଇସି ବଇଲେ, ତାର୍ ଗାଲାଇ ଜତା ପାକ୍ନା ବାନ୍ଦିକରି ତାକେ ସମ୍ଦୁରେ ବୁଡାଇଦେବାଟା ନିକ ଅଇସି ।
ମାତର୍ ଆମେ ଏବେ ସେମନ୍କେ ଇନ୍ କର୍ବାକେ ମନ୍ କରୁ ନାଇ । ତୁଇ ଗାଡେ ଜାଇ ବଡ୍ସି ପାକାଆ ଆରି ଜନ୍ ମାଚ୍ ପର୍ତୁମ୍ ଲାଗ୍ସି, ତାର୍ ଟଣ୍ଡେଅନି ଗଟେକ୍ ଅଦ୍ଲି ମିଲାଇସୁ । ସେଟା ନେଇ ମର୍ ପାଇ ଆରି ତମର୍ ପାଇ ମନ୍ଦିରର୍ ସିସ୍ତୁମାଙ୍ଗୁମନ୍କେ ଦେଇଦେସ୍ ।”
ଏ ସାନ୍ ପିଲାମନର୍ ବିତ୍ରେ ଅନି ଗଟେକ୍କେ ମିସା ଇନ୍କରା ନାଇ । ମୁଇ ତମ୍କେ କଇଲିନି, ଏ ମନର୍ ଜତନ୍ ନେଇତେ ରଇବା ସରଗର୍ ଦୁତ୍ମନ୍ ସବୁ ବେଲା ମର୍ ବାବାର୍ ଲଗେ ଆଚତ୍ ।
ସମାନ୍ ସେନ୍ତି ସେ, ଏ ସାନ୍ ପିଲାମନର୍ ତେଇ ଅନି ଗଟେକ୍ ଲକ୍ ମିସା ବାଟ୍ ବାନା ଅଅତ୍, ଏଟା ତମର୍ ସରଗର୍ ବାବା ମନ୍ କରେ ନାଇ ।
ଆରି, ଜେକି ମର୍ ନାଉଁ ଦାରି ଏ ସାନ୍ ପିଲାକେ ନାମ୍ସି, ସେ ମକେ ମିସା ନାମ୍ସି ।”
ଜିସୁ କଇବାର୍ ଦାର୍ଲା “ଜଦି କେ ମର୍ତେଇ ବିସ୍ବାସ୍ କରିରଇବା ଗଟେକ୍ ଲକ୍କେ, ସେ କରିରଇବା ବିସ୍ବାସ୍ ଚାଡିଦେବାକେ ପାପ୍କାମ୍ କରାଇଲାଇନି ବଇଲେ, ସେ ଲକର୍ ଗାଲାଇ ଜତା ପାକ୍ନା ବାନ୍ଦିକରି ତାକେ ସମ୍ଦୁରେ ପିଙ୍ଗିଦେବାଟା ତାର୍ପାଇ ନିକ ଅଇତା ।
ସେ କଇଲା, “ତମେ କେ ମାପ୍ରୁ ?” “ତୁଇ ଜାକେ ସାଦ୍ଲୁସ୍ନି, ସେ ଜିସୁ ମୁଇ ।
ବିନ୍ ଲକ୍ମନ୍ ନିଚ୍ବା କାଦି ଆମେ କାଇବାର୍ ନାଇ । କି ମଦ୍ କାଇବାର୍ ନାଇ । ଆମର୍ ବିତ୍ରେ ରଇବା ଗଟେକ୍ ବାଇ କି ବଇନିକେ ପାପ୍ବାଟେ ଜିବା ବିସଇ ନ କରୁ ।