ମାତିଉ 18:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଲକ୍ମନର୍ ବିସ୍ବାସେ ବାଦା ଗଟାଇବାକେ ବେସି ବିସଇ ଆଚେ । ସେଟାର୍ ପାଇ ଏ ଜଗତର୍ ଦସା ବଡେ ଇନସ୍ତା । ସବୁ ବେଲେ ଏନ୍ତି ବାଦା ଆଇସି, ମାତର୍ ଜେ ବାଦା ଗଟାଇସି, ତାର୍ ଦସା କେଡେ ଇନସ୍ତା ଅଇସି !” အခန်းကိုကြည့်ပါ။ |
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।