ମାତିଉ 18:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 “ଜଦି ତମେ ତମର୍ ଆତ୍ ନଇଲେ ପାଦର୍ ଲାଗି ବିସ୍ବାସ୍ ଆରାଇଲାସ୍ନି, ତେବେ ସେଟା କାଟି ପିଙ୍ଗି ଦିଆସ୍ । ଜଡେକ୍ ପାଦ୍ ଆରି ଜଡେକ୍ ଆତ୍ ରଇ ସବୁବେଲେ ଲାଗି ରଇବା ଜଏ ପିଙ୍ଗାଇ ଅଇବା ବାଦୁଲେ ଗଟେକ୍ ପାଦ୍ ନଇଲେ ଗଟେକ୍ ଆତ୍ ନ ରଇ, ନ ସାର୍ବା ଜିବନେ ପୁର୍ବାଟା କେଡେ କରମର୍ କାତା । အခန်းကိုကြည့်ပါ။ |
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।