9 ଜଦି ତମର୍ ଆଁକିର୍ ଲାଗି ତମେ ବିସ୍ବାସ୍ ଆରାଇଲାସ୍ନି ବଇଲେ ତାକେ ବେଟି ପିଙ୍ଗି ଦିଆସ୍ । ଜଡେକ୍ ଆଁକି ରଇ ନର୍କେ ପିଙ୍ଗାଇଅଇବା ବାଦୁଲେ ଗଟେକ୍ ଆଁକି ରଇ ନ ସାର୍ବା ଜିବନେ ପୁର୍ବାଟା କେଡେ କରମର୍ କାତା ଅଇସି ।”
ଜଦି ଗଟେକ୍ ଲକ୍, ଗୁଲାଇ ଜଗତ୍ ଜିତିକରି ନିଜର୍ ଜିବନ୍ ଆରାଇଦେଇସି ବଇଲେ ସେଟା କାଇ ଲାବ୍ ? ଜିବନ୍ ବାଉଡାଇ ପାଇବାକେ ଆଲେ ସେ କାଇଟା ମିସା ଦେଇ ନାପାରେ ।
“ଜଦି ତମେ ତମର୍ ଆତ୍ ନଇଲେ ପାଦର୍ ଲାଗି ବିସ୍ବାସ୍ ଆରାଇଲାସ୍ନି, ତେବେ ସେଟା କାଟି ପିଙ୍ଗି ଦିଆସ୍ । ଜଡେକ୍ ପାଦ୍ ଆରି ଜଡେକ୍ ଆତ୍ ରଇ ସବୁବେଲେ ଲାଗି ରଇବା ଜଏ ପିଙ୍ଗାଇ ଅଇବା ବାଦୁଲେ ଗଟେକ୍ ପାଦ୍ ନଇଲେ ଗଟେକ୍ ଆତ୍ ନ ରଇ, ନ ସାର୍ବା ଜିବନେ ପୁର୍ବାଟା କେଡେ କରମର୍ କାତା ।
ଜିସୁ ତାକେ କଇଲା, “ନିକ କାମ୍ ବିସଇ ନେଇକରି ମକେ କାଇକେ ପାଚାର୍ଲୁସ୍ନି ? ପର୍ମେସର୍ସେ ସତ୍ । ତାର୍ ଆଦେସ୍ ମାନ୍ଲେ, ନ ସାର୍ବା ଜିବନ୍ ମିଲାଇସୁ ।”
ମାତର୍ ମୁଇ କଇଲିନି, ଜେ ମିସା ବାଇକେ ରିସା ଅଇସି, ତାକେ ସବାଟାନେ ବିଚାର୍ନା କରାଅଇସି । ଜେ ବାଇକେ ଏ ବେକାର୍ଟାସେ ବଲି କଇସି, ତାକେ ବଡ୍ ସବାଟାନେ ବିଚାର୍ନା କର୍ବାକେ ଆନ୍ବାଇ, । ଆରି ଜେ ବାଇକେ ଏ ବକୁଆଟାସେ ବଲି କଇସି, ତାର୍ପାଇ ନରକର୍ ଜଇଟାନେ ପିଙ୍ଗାଇଅଇବା ବିପଦ୍ ଆଚେ ।
ସେଟାର୍ପାଇ ତମର୍ ଉଜାବାଟର୍ ଆଁକିର୍ ଲାଗି ତମେ ପାପ୍କରିଆଚାସ୍, ତେବେ ସେଟା ବେଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆଁକି ନସ୍ଟ ଅଇବାଟା ତମର୍ପାଇ ନିକ ।
ଜଦି ତମର୍ ଆଁକିର୍ ଲାଗି ତମେ ବିସ୍ବାସ୍ ଆରାଇଲାସ୍ନି ବଇଲେ, ସେ ଆଁକି ବେଟି ପିଙ୍ଗିଦିଆସ୍ । କାଇକେବଇଲେ ଜଡେକ୍ ଆଁକି ରଇ ନର୍କେ ପେଲାଇଅଇବା ବାଦୁଲେ, ଗଟେକ୍ ଆଁକି ରଇକରି ସରଗ୍ ରାଇଜେ କେଟ୍ବାଟା ତମର୍ପାଇ ନିକରଇସି ।
ସେମନ୍ ବିସ୍ବାସିମନ୍କେ ବିସ୍ବାସେ ଡାଟ୍ଅଇ ରଇବାକେ ସାର୍ଦା କଲାଇ । ସେମନ୍ ସିକିଆ ଦେଇ କଇଲାଇ, “ପରମେସରର୍ ରାଇଜେ କେଟ୍ବାକେ ଆଲେ ଆମ୍କେ ବେସି ଦୁକ୍କସ୍ଟ ଦେଇ ଜିବାକେ ଅଇସି ।”
ସେଟାର୍ପାଇ ଆମେ ସବୁଲକ୍ ମନ୍ ଦିଆନ୍ ଦେଇକରି, ସେ ବିସ୍ରାମ୍ ଜାଗାଇ ପୁର୍ବାକେ ଚେସ୍ଟା କରୁ । ଆମର୍ ଆନିଦାଦିମନର୍ପାରା ନ ଅଇବାକେ ଆମେ ଜାଗ୍ରତ୍ ରଉଁ । ପର୍ମେସର୍ କଇଲାଟା ବିସ୍ବାସ୍ ନ କଲାର୍ପାଇ, ସେମନ୍ ସେଜାଗାଇ ପୁରି ନାପାର୍ଲାଇ ।
ମାତର୍ ଅସୁକଲ୍ ରଇବା କାଇ ବିସଇ ମିସା ସେ ନଅରେ ନ ପୁରେ । ଲାଜ୍ ଅଇବା କାମ୍ମନ୍ କର୍ବା ଲକ୍ କି ମିଚ୍ କଇବା ଲକ୍ କେ ମିସା ତେଇ ପୁରି ନାପାରତ୍ । ମେଣ୍ଡାପିଲାର୍ ବଇଲଗେ ଜାର୍ ନାଉଁ ଲେକାଅଇଆଚେ, ସେମନ୍ସେ, ସେ ନଅରେ ଜାଇପାରତ୍ ।