ମାତିଉ 19:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ବିନ୍ ବିନ୍ କାମର୍ପାଇ ଲକ୍ମନ୍ ବିବା ନ ଅଇ ରଇଜିବାଇ । କେତେ ଲକ୍ ଜନମେ ଅନି ବେଜୁ ଅଇ ବିବାଅଇ ନାପାରତ୍ । କେତେ ଲକ୍କେ ମୁନୁସ୍ମନ୍ ସେନ୍ତାରି କରି ଆଚତ୍, ଆରି କେତେ ଲକ୍ ସରଗ୍ ରାଇଜର୍ ପାଇ କାମ୍ କର୍ବାକେ ବିବା ନ ଅଇକରି ଆଚତ୍ । ଜନ୍ ଲକ୍ମନ୍ ଏ ସିକିଆର୍ ଅରତ୍ ବୁଜିପାର୍ଲାଇନି, ସେମନ୍ ସେଟା ମାନତ୍ ।” အခန်းကိုကြည့်ပါ။ |