3 କେତେଟା ପାରୁସିମନ୍ ଜିସୁକେ ବୁଲ୍ ଦାର୍ବାକେ ଚେସ୍ଟା କଲାଇ । ସେମନ୍ ତାର୍ ଲଗେ ଆସି ପାଚାର୍ଲାଇ, “ମସାର୍ ରିତିନିତି ଇସାବେ ଗଟେକ୍ ଲକ୍ କାଇଆଲେ ବୁଲର୍ ପାଇ ବଲି ତାର୍ ମାଇଜିକେ ଚାଡି ଦେଇ ପାରେ କି ?”
ଦିନେକ୍ କେତେଟା ପାରୁସିମନ୍ ଆରି ସାଦୁକିମନ୍ ଜିସୁର୍ ଦସ୍ ଦାର୍ବାକେ ତାର୍ ଲଗେ ଆଇଲାଇ । ସେମନ୍ ତାକେ କଇଲାଇ, “ପର୍ମେସର୍ ତକେ ବାଚ୍ଲା ଆଚେ ବଲି ଆମେ ଜାନ୍ବାକେ, ତୁଇ ଗଟେକ୍ ସରଗର୍ କାବାଅଇଜିବା ଚିନ୍ ଦେକା ।”
ଆରି ସେମନର୍ ବିତ୍ରେଅନି ଗଟେକ୍ ନିୟମ୍ ସିକାଇବା ଦରମ୍ ଗୁରୁ ଜିସୁକେ ପାନ୍ଦେ ପାକାଇବାକେ ଗଟେକ୍ ପର୍ସନ୍ ପାଚାର୍ଲା ।
କେତେଟା ପାରୁସିମନ୍ ଜିସୁରୁ ଲଗେ ଆସିକରି ତାକେ ବୁଲ୍ ଦାର୍ବାକେ ଏନ୍ତାରି ପର୍ସନ୍ ପାଚାର୍ଲାଇ । “ଗଟେକ୍ ମୁନୁସ୍ ତାର୍ ମାଇଜିକେ ଚାଡିଦେବାଟା ଆମର୍ ନିୟମେ ଆଚେ କି ?”
ତାର୍ପଚେ ଜିସୁକେ ତାର୍ କାତାଇ ବୁଲ୍ ଦାର୍ବାକେ ଜିଉଦି ନେତାମନ୍ କେତେଟା ପାରୁସି ଦଲର୍ ଲକ୍ମନ୍କେ ଆରି ଏରଦ୍ ରାଜାର୍ କେତେଟା ଲକ୍ମନ୍କେ ତାର୍ ଲଗେ ପାଟାଇଲାଇ ।
“ଆମେ ସିସ୍ତୁ ବାନ୍ଦ୍ବୁ କି ନାଇ ?” ଜିସୁ ସେମନର୍ ମନ୍ବିତ୍ରର୍ କୁଟ୍ କାତା ବୁଜିକରି ସେମନ୍କେ କଇଲା, “କାଇକେ ତମେ ମକେ ପାନ୍ଦେ ପାକାଇବାକେ ଚେସ୍ଟା କଲାସ୍ନି ? ରମିୟ ସର୍କାରର୍ ଗଟେକ୍ ଅଦ୍ଲି ଡାବୁ ମର୍ ଲଗେ ଆନା, ମୁଇ ସେଟା ଦେକ୍ବି ।”
ସେମନ୍ ଜେନ୍ତିକି ଜିସୁ କଇବା ଉତର୍ତେଇଅନି ବୁଲ୍ ଦାରି ତାକେ ଦସି କର୍ବାକେ ଏ କାତା କଇଲାଇ । ମାତର୍ ଜିସୁ ଲଇଁ କରି ଆଙ୍ଗ୍ଟି ସଙ୍ଗ୍ ବୁଏଁ ଲେକ୍ବାର୍ ଦାର୍ଲା ।
ମାତର୍ ବିବା ଅଇବା ବିସ୍ବାସିମନ୍କେ ମୁଇ ଆଦେସ୍ ଦେଲିନି, ମୁଇ ଦେଇ ନାଇ ମାତର୍ ମାପ୍ରୁ ଦେଲାନି । ଜଦି ତମେ ଗଟେକ୍ ବିବାଇ ମାଇଜି, ସେନ୍ତାର୍ ଆଲେ ମୁନୁସ୍କେ ଚାଡି ବିନେ ନ ରୁଆ ।
କାଇକେବଇଲେ ସେ ଜେତ୍କି କରିରଇବା କାବାଅଇଜିବା କାମ୍ମନ୍ ଚାଲିସ୍ ବରସ୍ଜାକ ଦେକ୍ଲେ ମିସା, ସେମନ୍ ତାର୍ ବପୁକେ ପରିକା କରିଲାଗିରଇଲା ।