7 ପାରୁସିମନ୍ ଆରି ପାଚାର୍ଲାଇ, “ସେନ୍ତାର୍ ଆଲେ ମାଇଜିକେ ରାଜିନାମା ପତର୍ ଲେକି ଚାଡି ଦେବାକେ ମସା କାଇକେ ନିୟମ୍ କଲାଆଚେ ?”
ଜସେପ୍ ଗଟେକ୍ ଦରମ୍ ଲକ୍ ରଇଲା ଆରି ସବୁବେଲେ ସତ୍ କାମ୍ କର୍ତେରଇଲା । ଆରି ମରିୟମ୍କେ ଲକ୍ମନର୍ ଟାନେ ନିନ୍ଦା କାତା ସୁନାଇବାକେ ମନ୍ ନ କର୍ତେ ରଇଲା । ସେଟାର୍ପାଇ କେ ନାଜାନ୍ତେ ତାର୍ ବିବା ମାଙ୍ଗ୍ନି ପିଟାଇଦେବାକେ ଉପାଇ ପାଁଚ୍ତେ ରଇଲା ।
ଆରି ସେମନ୍ ଅଲ୍ଗା ନ ଅଅତ୍, ମିସି ରଇବାଇ । ସେମନ୍ ଦୁଇଲକ୍ ଇସାବେ ନ ରଅତ୍ । ଜନ୍ ଲକ୍ମନ୍କେ ପର୍ମେସର୍ ଜଡିଆଚେ, ଲକ୍ମନ୍ ସେମନ୍କେ ବେଗ୍ଲାଇବାଟା ଟିକ୍ନାଇ ।”
ଜିସୁ କଇଲା, “ତମର୍ ମନ୍ବିତ୍ରର୍ ବୁଜ୍ବା ବପୁ ଦୁର୍ବଲ୍ ରଇଲାଟା ଦେକି ମସା ତମର୍ ମାଇଜିମନ୍କେ ଚାଡ୍ବାକେ ରାଜି ଅଇଲା । ମାତର୍ ଆଦିପୁର୍ବେ ତିଆର୍ ଅଇଲା ବେଲେ ଏନ୍ତାରି ନିୟମ୍ ନ ରଇଲା ।
“ଜଦି କେ ମିସା ନିଜର୍ ମାଇଜିକେ ଚାଡିଦେବାକେ ମନ୍ କଲାନି, ସେ ତାକେ ରାଜିନାମା ପତର୍ ଲେକି ଚାଡିଦେଅ । ଏ ସିକିଆ ତମେ ଆଗ୍ତୁ ପାଇଆଚାସ୍ ।
ସେମନ୍ କଇଲାଇ, “ଗଟେକ୍ ମୁନୁସ୍ ତାର୍ ମାଇଜିକେ ଚାଡିଦେବାର୍ ରାଜିନାମା ପତର୍ ଲେକି ତାକେ ଦେଲାପଚେ ତାକେ ପାଟାଇଦେଇ ଅଇସି ବଲି ମସା କଇଲା ଆଚେ ।”