8 ଜିସୁ କଇଲା, “ତମର୍ ମନ୍ବିତ୍ରର୍ ବୁଜ୍ବା ବପୁ ଦୁର୍ବଲ୍ ରଇଲାଟା ଦେକି ମସା ତମର୍ ମାଇଜିମନ୍କେ ଚାଡ୍ବାକେ ରାଜି ଅଇଲା । ମାତର୍ ଆଦିପୁର୍ବେ ତିଆର୍ ଅଇଲା ବେଲେ ଏନ୍ତାରି ନିୟମ୍ ନ ରଇଲା ।
ପାରୁସିମନ୍ ଆରି ପାଚାର୍ଲାଇ, “ସେନ୍ତାର୍ ଆଲେ ମାଇଜିକେ ରାଜିନାମା ପତର୍ ଲେକି ଚାଡି ଦେବାକେ ମସା କାଇକେ ନିୟମ୍ କଲାଆଚେ ?”
ମାତର୍ ମୁଇ ତମ୍କେ କଇଲିନି, କେ ମିସା ତାର୍ ମାଇଜିକେ ବେସିଆ କାମ୍ ଅପ୍ରାଦ୍କେ ଚାଡି, ବିନ୍ କାଇଆଲେ କାମର୍ ପାଇ ଚାଡାମେଲା କରି, ବିନ୍ ମାଇଜିକେ ସଙ୍ଗଇଲେ, ସେ ସେ ନିଜେ ଦାରିଆ ଅଇସି ।”
ମାତର୍ ଜିସୁ ତାକେ କଇଲା, “ମର୍ କାତାଇ ରାଜି ଅଇ ଜା । କାଇକେବଇଲେ ଏଟାର୍ ଲାଗି ଆମେ ପର୍ମେସର୍ ମନ୍ କରିରଇବା କାମ୍ କରିଅଇସି ।” ସେଟାର୍ପାଇ ଜଅନ୍ ତାକେ ଡୁବନ୍ ଦେବାକେ ରାଜି ଅଇଲା ।
କାରାପ୍ ଆତ୍ମାମନ୍ ଜିସୁକେ ଗୁଆରି କରି କଇଲାଇ, “ତୁଇ ଜଦି ଆମ୍କେ ଏ ଲକ୍ମନର୍ତେଇ ଅନି ବାର୍କରାଇ ଦେଇସୁ ବଇଲେ ସେ ଗୁସ୍ରି ମାନ୍ଦା ବିତ୍ରେ ଜିବାକେ, ଆଦେସ୍ ଦେ ।”
ଜିସୁ ସେମନ୍କେ କଇଲା, “ମସା କାଇକେ ଏନ୍ତି ଲେକିରଇଲା ବଇଲେ, ତମର୍ ମନ୍ବିତ୍ରର୍ ବୁଜ୍ବା ବପୁ ଡାଟ୍ ରଇଲାଟା ଦେକିକରି ସେ, ଏ ଆଦେସ୍ ଲେକିଦେଲା ଆଚେ ।
ତାର୍ପଚେ ଏଗାର୍ଟା ସିସ୍ମନ୍ କାଇବାବେଲେ ଜିସୁ ସେମନ୍କେ ଦେକାଇଅଇଲା । ଜିସୁ ମଲାଟାନେଅନି ଉଟ୍ଲାଟା ଦେକିରଇଲା ଲକ୍ମନ୍ କଇଲା କାତା ବିସ୍ବାସ୍ ନ କରି, ସେମନର୍ ମନ୍ ଆଁଟ୍ କଲାର୍ ଲାଗି ସେମନ୍କେ ଲାଗ୍ଲା ।
ଏ ବିସଇ ମୁଇ ତମ୍କେ ଜେତ୍କି କଇଲି ଆଚି, ସେଟା ଆଦେସ୍ ଦେଲା ପାରା କଇନାଇ, ମାତର୍ ତମର୍ ଦୁର୍ବଲ୍ ଜାନିକରି ଉପଦେସ୍ ଦେଲା ପାରା କଇଲିନି ।