10 ସେମନ୍ ତାରା ଦେକି ବେସି ସାର୍ଦା ଅଇଗାଲାଇ । ତାରା ସେମନର୍ ଆଗେ ଜାଇକରି ଜିସୁ ରଇଲା ଜାଗାର୍ ଉପ୍ରେ ଅଟ୍କିଗାଲା ।
ପଣ୍ଡିତ୍ମନ୍ ସେ ଗର୍ ବିତ୍ରେ ପୁରି ପିଲାକେ ତାର୍ ମା ମରିୟମ୍ ସଙ୍ଗ୍ ରଇଲାଟା ଦେକି, ତାକେ ମାଣ୍ଡିକୁଟା ଦେଇ ଜୁଆର୍ କଲାଇ, ଆରି ଆନିରଇବା ସୁନା, କୁନ୍ଦୁୁରୁ ଆରି ଗନ୍ଦ୍ରସ୍ ବେଟି, ପିଲାକେ ଦେଲାଇ ।
ପଣ୍ଡିତ୍ମନ୍ ରାଜାର୍ କାତା ସୁନି ସେ ଜାଗାଇଅନି ବାରିଗାଲାଇ । ଗାଲାବେଲେ ଏଦେ ଦେକା ! ସେମନ୍ ପୁରୁବ୍ ଦେସେ ଜନ୍ ତାରା ଦେକି ରଇଲାଇ, ସେ ତାରା ଆରି ତରେକ୍ ଡିସ୍ଲା ।
ତେଇ ଦୁତ୍ ସେମନ୍କେ କଇଲା, “ଡରାନାଇ ! ଦେକା ମୁଇ ସବୁଲକର୍ପାଇ ଗଟେକ୍ ବେସି ସାର୍ଦାର୍ କବର୍ ତମ୍କେ ଜାନାଇଲିନି, ଜନ୍ଟାକି ସବୁଲକର୍ପାଇ ସାର୍ଦାର୍ ବିସଇ ଅଇସି ।
ଆରି ମେଣ୍ଡା ଚାରାଉମନ୍କେ ଦୁତ୍ ଜେନ୍ତି କଇରଇଲା, ସେନ୍ତା ସୁନ୍ଲାଇ ଆରି ଦେକ୍ଲାଇ । ସେ ସବୁର୍ଲାଗି ପର୍ମେସରର୍ ମଇମା କରି କରି ବାଅଡ୍ଲାଇ ।