ମାତିଉ 2:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ପଣ୍ଡିତ୍ମନ୍ ସେ ଗର୍ ବିତ୍ରେ ପୁରି ପିଲାକେ ତାର୍ ମା ମରିୟମ୍ ସଙ୍ଗ୍ ରଇଲାଟା ଦେକି, ତାକେ ମାଣ୍ଡିକୁଟା ଦେଇ ଜୁଆର୍ କଲାଇ, ଆରି ଆନିରଇବା ସୁନା, କୁନ୍ଦୁୁରୁ ଆରି ଗନ୍ଦ୍ରସ୍ ବେଟି, ପିଲାକେ ଦେଲାଇ । အခန်းကိုကြည့်ပါ။ |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”