20 “ଉଟ୍ ଆରି ବାରଇକରି, ଦୁଇ ମାଆ ପିଲାକେ ଇସ୍ରାଏଲ୍ ଦେସେ ଦାରିଜା । କାଇକେବଇଲେ ଜନ୍ ଲକ୍ମନ୍ କି ପିଲାର୍ ଜିବନ୍ ନେବାକେ ଚେସ୍ଟା କର୍ତେରଇଲାଇ, ସେମନ୍ ମରିଗାଲାଇ ଆଚତ୍ ।”
ପଣ୍ଡିତ୍ମନ୍ ଗାଲାପଚେ, ପର୍ମେସରର୍ ଗଟେକ୍ ଦୁତ୍ ଜସେପ୍କେ ସପ୍ନେ ଦର୍ସନ୍ ଦେଇ କଇଲା, “ଉଟ୍, ପିଲାକେ ଆରି ତାକର୍ ଆୟାକେ ଦାରି ମିସର୍ ଦେସେ ଦାପ୍ରେ ଉଟିଜା । ଏରଦ୍ ପିଲାକେ ମରାଇବାକେ କଜିବୁଲ୍ସି । ମୁଇ ସେ ଜାଗା ଚାଡା ବଲି ନ କଇବା ଜାକ ତେଇସେ ରୁଆ ।”
ଏରଦ୍ ମଲାପଚେ, ଏଦେ ଦେକା ! ମାପ୍ରୁର୍ ଗଟେକ୍ ଦୁତ୍ ମିସର୍ ଦେସେ ଜସେପ୍କେ ଦର୍ସନ୍ ଦେଇ କଇଲା,
ଜସେପ୍ ଏ କାତା ସୁନି ଜିସୁ ଆରି ତାର୍ ମାଆ ମରିୟମ୍ ସଙ୍ଗ୍ ବାରଇକରି ଇସ୍ରାଏଲ୍ ଦେସେ ବାଉଡି ଆଇଲାଇ ।