22 ମାତର୍ ଜସେପ୍, ଏରଦର୍ ପଚେ ତାର୍ ପଅ ଆର୍କିଲାୟ ଜିଉଦା ରାଇଜର୍ ରାଜା ଅଇଆଚେ ବଲି ସୁନିକରି ତେଇ ଜିବାକେ ଡର୍ଲା ।
ସେ ଏନ୍ତି ଉପାଇ ପାଁଚ୍ଲା ବେଲେ, ଜସେପ୍କେ ଗଟେକ୍ ପର୍ମେସରର୍ ଦୁତ୍ ସପ୍ନେ ଦେକାଇ ଅଇ କଇଲା, ଏ ଦାଉଦର୍ ନାତିର୍ ତିତି ଜସେପ୍, ଡର୍ନାଇ । ମରିୟମ୍କେ ମାଇଜି କରି ସଙ୍ଗଅ । କାଇକେବଇଲେ ସୁକଲ୍ ଆତ୍ମାଇ ଅନି ସେ ଗାଗ୍ଡେ ଅଇଲାଆଚେ ।
ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ,
ଏରଦ୍ ମଲାପଚେ, ଏଦେ ଦେକା ! ମାପ୍ରୁର୍ ଗଟେକ୍ ଦୁତ୍ ମିସର୍ ଦେସେ ଜସେପ୍କେ ଦର୍ସନ୍ ଦେଇ କଇଲା,
ଜସେପ୍ ଏ କାତା ସୁନି ଜିସୁ ଆରି ତାର୍ ମାଆ ମରିୟମ୍ ସଙ୍ଗ୍ ବାରଇକରି ଇସ୍ରାଏଲ୍ ଦେସେ ବାଉଡି ଆଇଲାଇ ।
ସେଡ୍କିବେଲେ ଜିସୁ ଜଅନର୍ ଲଗେ ଡୁବନ୍ ନେବାକେ ଗାଲିଲି ଅନି ଜର୍ଦନ୍ ଗାଡେ ଆଇଲା,
ପଚେ ଜସେପ୍ ଆରି ମରିୟମ୍ ମାପ୍ରୁର୍ ରିତିନିତି ଇସାବେ କର୍ବା ସବୁ କାମ୍ ସାରାଇ, ଗାଲିଲି ନିଜର୍ ନଅର୍ ନାଜରିତେ ବାଅଡ୍ଲାଇ ।
ବିନ୍ଲକ୍ମନ୍ କଇଲାଇ, “ଏନ୍ତି ବଇଲେ ତୁଇ ମିସା କାଇ ଗଟେକ୍ ଗାଲିଲିର୍ ଲକ୍ କି ? କେ ମିସା ପର୍ମେସରର୍ ତେଇଅନି ବବିସତ୍କାତା କଇବା ଲକ୍ ଗାଲିଲିଅନି ଆସତ୍ ନାଇ ।”