ମାତିଉ 2:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ମାତର୍ ଆରିଗଟେକ୍ ବିନ୍ ସପନ୍ ଇସାବେ ଗାଲିଲି ଦେସେ ଜାଇକରି ନାଜରିତ୍ ନାଉଁର୍ ଗଡେ ବାସା ଅଇ ରଇଲା । ଜେନ୍ତାର୍ କି ବବିସତ୍ବକ୍ତା କଇଲା ଏ ବାକିଅ ସିଦ୍ ଅଇଲା । ସେ ଏନ୍ତି ବଲି କଇରଇଲା, “ସେ ନାଜରିତିୟା ବଲି ଡାକ୍ପୁଟା ଅଇସି ।” အခန်းကိုကြည့်ပါ။ |