ମାତିଉ 2:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ପଣ୍ଡିତ୍ମନର୍ କାତା ସୁନି ଏରଦ୍ ରାଜା ଆରି ତାର୍ ସଙ୍ଗ୍ ରଇବା ଜିରୁସାଲାମର୍ ଲକ୍ମନ୍ ସବୁ କିଲ୍ବିଲ୍ ଅଇଗାଲାଇ । အခန်းကိုကြည့်ပါ။ |
ଏ ଜିରୁସାଲାମ୍, ଏ ଜିରୁସାଲାମ୍, ତୁଇ ବବିସତ୍ବକ୍ତାମନ୍କେ ମରାଇଲୁସ୍ନି ଆରି ପର୍ମେସର୍ ପାଟାଇରଇଲା କବର୍ ଆନୁମନ୍କେ ପାକ୍ନା ମାରି ମରାଇଲୁସ୍ନି । ମାଇ କୁକ୍ଡା ତାର୍ ଟିଅଁମନ୍କେ ଡେନା ବିତ୍ରେ ଦାରି ଅଲଣ୍ଡ୍ଲାପାରା, ତର୍ ଲକ୍ମନ୍କେ ମୁଇ ପାଟାଲି ରକିଆ କର୍ବାକେ କେତେ କେତେ ତର୍ ଚେସ୍ଟା କଲି । ମାତର୍ ମକେ ସେନ୍ତାରି କର୍ବାକେ ଦେଉସ୍ ନାଇ ।