5 ପଣ୍ଡିତ୍ମନ୍ ଏରଦ୍ ରାଜାକେ କଇଲାଇ, ଜିଉଦା ରାଇଜର୍ ବେତ୍ଲିଇମ୍ ଗଡେ, ଜନ୍ଟାକି ଗଟେକ୍ ବବିସତ୍ବକ୍ତା ଏନ୍ତାରି ଲେକିଆଚେ ।
ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ,
ଆରି ଏରଦ୍ ସବୁ ମୁକିଅ ପୁଜାରିମନ୍କେ ଆରି ସାସ୍ତର୍ ସିକାଉମନ୍କେ ଡାକାଇ କରି, “ମସିଅ ଜେ କି କିରିସ୍ଟ କନ୍ ଜାଗାଇ ଜନମ୍ ଅଇଆଚେ ?” ସେଟା ସେମନର୍ତେଇ ଅନି ବୁଜ୍ବାକେ ଚେସ୍ଟା କଲା ।
ସାସ୍ତରେ ଏନ୍ତି ଲେକା ଅଇଲା ଆଚେ, ପର୍ମେସର୍ ବାଚି ପାଟାଇଲା ରାଜା ମସିଅ, ଦାଉଦ୍ ରାଜାର୍ ଜାଗାଇ, ତାର୍ କୁଟୁମେ ବେତ୍ଲିଇମ୍ ଗଡେ ଜନମ୍ ଅଇ ଆଇସି । ” ବଲି କଇଲାଇ ।