8 ତାର୍ପଚେ ସେମନ୍କେ କଇ ପାଟାଇଲା, “ତମେ ଜାଆ ଆରି ବେତ୍ଲିଇମେ ସେ ପିଲାକେ ନିମାନ୍ କରି କଜିଦେକା, ଆରି ପିଲା ମିଲ୍ଲେସରି ମକେ ଜାନାଆ ମୁଇ ମିସା ଜାଇ ତାକେ ଦର୍ସନ୍ କର୍ବି ।”
ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ,
ଏଟା ସୁନି କରି ଏରଦ୍ ରାଜା ସେ ପଣ୍ଡିତ୍ମନ୍କେ ଲୁଚ୍ତେ ଡାକାଇ, ତାରା କନ୍ ବେଲାଇ ଉଦିରଇଲା, ସେମନର୍ତେଇ ଅନି ଟିକ୍ ସଙ୍ଗ୍ ବୁଜିନେଲା ।
ପଣ୍ଡିତ୍ମନ୍ ରାଜାର୍ କାତା ସୁନି ସେ ଜାଗାଇଅନି ବାରିଗାଲାଇ । ଗାଲାବେଲେ ଏଦେ ଦେକା ! ସେମନ୍ ପୁରୁବ୍ ଦେସେ ଜନ୍ ତାରା ଦେକି ରଇଲାଇ, ସେ ତାରା ଆରି ତରେକ୍ ଡିସ୍ଲା ।