9 ପଣ୍ଡିତ୍ମନ୍ ରାଜାର୍ କାତା ସୁନି ସେ ଜାଗାଇଅନି ବାରିଗାଲାଇ । ଗାଲାବେଲେ ଏଦେ ଦେକା ! ସେମନ୍ ପୁରୁବ୍ ଦେସେ ଜନ୍ ତାରା ଦେକି ରଇଲାଇ, ସେ ତାରା ଆରି ତରେକ୍ ଡିସ୍ଲା ।
ସେମନ୍ ତାରା ଦେକି ବେସି ସାର୍ଦା ଅଇଗାଲାଇ । ତାରା ସେମନର୍ ଆଗେ ଜାଇକରି ଜିସୁ ରଇଲା ଜାଗାର୍ ଉପ୍ରେ ଅଟ୍କିଗାଲା ।
“ଜନ୍ ପିଲା ଜିଉଦିମନର୍ ରାଜା ଅଇବାକେ ଜନମ୍ ଅଇଲାଆଚେ, ସେ କନ୍ତି ଆଚେ ? କାଇକେବଇଲେ ଆମେ ପୁରୁବ୍ ଦେସେ ତାର୍ ତାରା ଦେକି ତାକେ ପୁଜା କର୍ବାର୍ ଆସିଆଚୁ ।”
ତାର୍ପଚେ ସେମନ୍କେ କଇ ପାଟାଇଲା, “ତମେ ଜାଆ ଆରି ବେତ୍ଲିଇମେ ସେ ପିଲାକେ ନିମାନ୍ କରି କଜିଦେକା, ଆରି ପିଲା ମିଲ୍ଲେସରି ମକେ ଜାନାଆ ମୁଇ ମିସା ଜାଇ ତାକେ ଦର୍ସନ୍ କର୍ବି ।”
ବବିସତ୍ବକ୍ତାମନର୍ କାତା ସତ୍ ଆଚେ ବଲି ଆମେ ଜାନିଆଚୁ । ଏ ସବୁ କାତା ତମେ ମନ୍ଦିଆନ୍ ଦେଇ ସୁନା । କାଇକେବଇଲେ ସେଟା ଆନ୍ଦାରେ ଲାଗିରଇବା ଗଟେକ୍ ବତିର୍ ଉଜଲ୍ ପାରା ଆଚେ । ସାକ୍ଲିଆ ଉଜଲ୍ ଡିସ୍ବା ତାରାର୍ପାରା ତମର୍ ମନ୍ବିତ୍ରେ ଉଜଲ୍ ଦେଇସି ।