ମାତିଉ 20:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 “ସଞ୍ଜୁଆ ପାଁଚ୍ଟା ବେଲେ କାମ୍ ଆରାମ୍ କଲା କୁଲିଆର୍ମନ୍ ଏକାଇ ଗଟେକ୍ ଗଁଟାସେ କାମ୍ କଲାଇ ଆଚତ୍ । ଆମେ ଟାଇ ଟାଇ କାରାଇ, ଦିନ୍ଜାକ କଟ୍ଲୁ, ଏଲେ ମିସା ବୁତି ଦେବା ବେଲେ ଆମ୍କେ ମିସା ସେମନର୍ ସଙ୍ଗ୍ ସମାନ୍ କରିଦେଲାସ୍ ।” အခန်းကိုကြည့်ပါ။ |