18 “ସୁନା, ଆମେ ଜିରୁସାଲମେ ଗାଲୁନି । ତେଇ ନର୍ପିଲା ମୁଇ, ମୁକିଅ ପୁଜାରି ଆରି ଦରମ୍ ଗୁରୁମନ୍କେ ସର୍ପି ଅଇବି । ସେମନ୍ ମକେ ମରନ୍ ଡଣ୍ଡ୍ ଦେବାଇ ।
କିଣାନିୟ ସିମନ୍ ଜେ କି ଇସ୍ରାଏଲ୍ ଲକ୍ମନର୍ ମୁକ୍ତିର୍ ପାଇ ଚେସ୍ଟା କର୍ତେରଇଲା । ଆରି ଇସ୍କାରିୟତ୍ ଜିଉଦା, ଜେ ଜିସୁକେ ସତ୍ରୁମନ୍କେ ସର୍ପିଦେଇ ରଇଲା ।
ସେବେଲେଅନି ଜିସୁ ସିସ୍ମନ୍କେ ବୁଜ୍ଲାପାରା କଇବାର୍ ଦାର୍ଲା, “ମୁଇ ଜିରୁସାଲାମ୍ ଜାଇ ଦରମ୍ଗୁରୁମନ୍, ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନର୍ଟାନେ ବେସି କସ୍ଟ ପାଇବି । ସାରାସାରି ମକେ ମରାଇବାଇ, ମାତର୍ ତିନ୍ ଦିନ୍ ଗାଲାପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”
“ନିସ୍ତାର୍ ପରବ୍ ଅଇବାକେ ଆରି ଦୁଇ ଦିନ୍ ଆଚେ । ସେଟା ତମେ ଜାନାସ୍ । ସେଡ୍କିବେଲେ ନର୍ପିଲା ମୁଇ କୁର୍ସେ ମର୍ବାକେ ଲକ୍ମନ୍କେ ସର୍ପି ଅଇବି ।”
ଏ ବିସଇନେଇ କରି ତମେ କାଇଟା ବାବ୍ଲାସ୍ନି ?” ସେମନ୍ ସବୁ ଲକ୍ କଇଲାଇ, “ସେ ଦସ୍ କରିଆଚେ, ମରନ୍ ଡଣ୍ଡ୍ ପାଇବାର୍ ଦର୍କାର୍ ଆକା ।”
ତାର୍ ଆରକର୍ ଦିନର୍ ସାକାଲ୍ ସାକାଲ୍ ଜିସୁକେ ମରାଇଦେବାକେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ରାଜି ଅଇଲାଇ ।
ଆରି ସେମନ୍ କଇଲାଇ, “ଆମ୍କେ ଆରି କାଇ ସାକି ଦର୍କାର୍ ତା ? ଆମେ ନିଜେ ତାର୍ ଟଣ୍ଡେଅନି ସୁନ୍ଲୁ ଆଚୁ ।”
ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ ।