9 ଜନ୍ ଲକ୍ମନ୍ ସଞ୍ଜୁଆ ପାଁଚ୍ଟା ବେଲେ କାମେ ମିସି ରଇଲାଇ ସେମନ୍କେ ସବୁ ଲକ୍କେ ଗଟେକ୍ ଗଟେକ୍ ରୁପା ଟାଙ୍ଗା ଦେଲାଇ ।
ଜନ୍ ଲକ୍ମନ୍ ପର୍ତୁମ୍ କାମ୍ ଆରାମ୍ କରି ରଇଲାଇ, ସେମନ୍କେ ଅଦିକ୍ ବୁତି ମିଲ୍ସି ବଲି ଆସା କଲାଇ । ମାତର୍ ସେମନ୍ ମିସା ଗଟେକ୍ସେ ରୁପା ଟାଙ୍ଗା ମିଲାଇଲାଇ ।
ସେ ଜନ୍ ଲକ୍ମନ୍କେ ମିସ୍ଲା, ସେମନ୍କେ ଗଟେକ୍ ଦିନ୍କେ, ଗଟେକ୍ ଲାକା ରୁପାଟାଙ୍ଗା କୁଲି ଦେବାକେ ରାଜି କରି ତାର୍ ବାଡେ ପାଟାଇଲା ।
ସେ ଦିନେ ସଞ୍ଜ୍ ଅଇଲାକେ ଅଙ୍ଗୁର୍ ବାଡର୍ ସାଉକାର୍ ଗୁମୁସ୍ତାକେ କଇଲା, “କୁଲିଆର୍ମନ୍କେ ଡାକ୍ । ଜନ୍ ଲକ୍ମନ୍ ସବୁର୍ ପଚେ କାମ୍ ଦାର୍ଲାଇ, ସେମନ୍କେ ଆଗେ ବୁତି ଦେଇଦେସ୍ । ଜନ୍ ଲକ୍ମନ୍ ସବୁର୍ତେଇଅନି ପର୍ତୁମ୍ କାମେ ମିସି ଆଚତ୍, ସେମନ୍କେ ତାକର୍ ବୁତି ସାରାସାରି ପଚେ ଦେସ୍ ।”