12 ଜିସୁ ମନ୍ଦିର୍ ବିତ୍ରେ ପୁରିକରି ତେଇ ଗେନା ବିକା କର୍ତେ ରଇବା ସବୁ ଲକ୍ମନ୍କେ ବାର୍କରାଇ ଦେଲା । ଡାବୁ ବାଦ୍ଲାଉମନର୍ ଟେବୁଲ୍ ଆରି ପରୁଆ ବିକୁମନର୍ ବସ୍ବାଟା ପାସ୍ଲାଇ ଦେଲା ।
ତାର୍ପଚେ ଜିସୁ ଜିରୁସାଲାମ୍ ଆସିକରି ପର୍ମେସରର୍ ଗର୍ ବିତ୍ରେ ପୁର୍ଲା । ଆରି ଚାରିବେଡ୍ତି ରଇଲା ସବୁ ଜିନିସ୍ମନ୍ ନିମାନ୍ କରି ଦେକ୍ଲା । ସେ ବେଲା ବେସି ଅଲ୍ସମ୍ ଅଇଗାଲାଜେ, ସେ ବାର୍ଟା ସିସ୍ମନର୍ ସଙ୍ଗ୍ ବେତ୍ନିଆ ନାଉଁର୍ ଗାଏଁ ଉଟିଜାଇକରି ତେଇ ରଇଲା ।
ଜସେପ୍ ଆରି ମରିୟମ୍ ଜିସୁକେ ଲେକା ଅଇରଇବା ସାସ୍ତର୍ ଇସାବେ ପର୍ମେସର୍କେ ସର୍ପି ଦେବାକେ ଆରି ସୁକଲ୍ ଅଇବା ବିରୁର୍ପାଇ ଦୁଇଟା ପରୁଆ ପିଲା ଦାରି ଜିରୁସାଲାମ୍ ଗାଲାଇ ।
ସେ ବେଲା ଜିଉଦି ଲକ୍ମନର୍ ନିସ୍ତାର୍ ପରବ୍ କେଟି ଆଇତେ ରଇଲା । ସେଟାର୍ପାଇ ଜିସୁ ଜିରୁସାଲମେ ଗାଲା ।