3 କେ ଜଦି କାଇ ବଲି ପାଚାର୍ଲେ କଇସା, ‘ଏଟା ସାଉକାର୍କେ ଦର୍କାର୍ ଆଚେ ।’ ସେଡ୍କି ଦାପ୍ରେ ସେ ଗଦମନ୍କେ ଚାଡିଦେଇସି ।”
“ତମେ ମୁଆଟେ ରଇଲା ସେ ଗାଏଁ ଜାଆ । ତେଇ କେଟ୍ଲା ଦାପ୍ରେ, ଗଟେକ୍ ଗଦ ବାନ୍ଦିଅଇ ରଇବାଟା ଦେକ୍ସା ଆରି ତାର୍ ଲଗେ ତାର୍ ପିଲା ଆଚେ । ସେମନ୍କେ ମେଲି ମର୍ଲଗେ ଦାରି ଆସା ।
ଏ ଗଟ୍ନାଅନି ବାବବାଦିମନ୍ ଲେକି ରଇଲା କାତା ସିଦ୍ ଅଇଲା ।
ତମେ ମକେ ସବୁ ମୁନୁସ୍ ଜାତି ଉପ୍ରେ ଅଦିକାର୍ ଦେଇଆଚାସ୍ । ଆରି ଜନ୍ଲକ୍ମନ୍କେ ମକେ ସର୍ପି ଦେଇଆଚାସ୍, ସେମନ୍କେ ମୁଇ ନ ସାର୍ବା ଜିବନ୍ ଦେବି ।
ବାବା ପିଲାକେ ଆଲାଦ୍ କରି ସବୁ ବିସଇ ତାର୍ ଆତେ ସର୍ପି ଦେଲାଆଚେ ।
ଆମେ ତାର୍ ପାଇ କାମ୍ କରି ତାକେ ଦେଇପାର୍ବୁ ପାରା କାଇଟା ମିସା ସେ ମନ୍ କରେ ନାଇ । କାଇକେବଇଲେ ସେ ସବୁକେ ଜିବନ୍, ପବନ୍ ଆରି ସବୁ ଦର୍କାର୍ ରଇଲାଟା ଦେଲାଆଚେ ।
ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି, ଜେନ୍ତି ତମ୍କେ ସାଇଜ କର୍ବାକେ ମନ୍ କଲୁ, ସେନ୍ତାରିସେ ତିତସ୍କେ ମିସା ସାଇଜ କର୍ବାକେ ମନ୍ ଦେଲା ।
ଆମର୍ ମାପ୍ରୁ ଜିସୁକିରିସ୍ଟ ଜିବନ୍ ଦୁକାଇ ଅଇଲା ବିସଇ ତମେ ଜାନିଆଚାସ୍ । ସର୍ଗେ ସେ ବେସି ସାଉକାର୍ ଅଇରଇଲେ ମିସା ସେ ନିଜେ ଅର୍କିତ୍ ଅଇଆଇଲା । ଜେନ୍ତି କି ତାର୍ଲାଗି ତମେ ସାଉକାର୍ ଅଇସା ।
ସବୁ ନିକ ଆରି ସିଦ୍ ରଇବା ଦାନ୍ ପର୍ମେସର୍ ଦେଲା ଆଚେ । ବାଦ୍ଲେ ଉଜଲ୍ ଅଇବା ସବୁଜାକ ସେ ତିଆର୍କଲା ଆଚେ । ସେଟାମନ୍ ବାଦ୍ଲେ ବୁଲ୍ବାବେଲେ ବାଦଲ୍ସି ଆରି ଚାଇଁ ଏନେତେନେ ଅଇସି । ମାତର୍ ପର୍ମେସର୍ ଅଲପ୍ ମିସା ସେନ୍ତାରି ନ କରେ ।